32.9 C
Balāngīr
Sunday, April 20, 2025

ବନ୍ଧୁକ ଦେଖାଇ ସର୍ବସ୍ୱ ଲୁଟ, ଦେଢ଼ଶହ ଗ୍ରାମ ସୁନା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଯାଜପୁର, (୦୨/୦୩) : ବନ୍ଧୁକ ଦେଖାଇ ସୁନାଗହଣା ଲୁଟ୍ ହୋଇଛି । ଯାଜପୁର ଧର୍ମଶାଳା ଥାନା ରାଉତରାପୁର ନିକଟରୁ ଲୁଟିନେଲେ ସୁନା ଅଳଙ୍କାର ଭର୍ତ୍ତି ବ୍ୟାଗ ।

ଗତକାଲି ରାତିରେ ସୁନା ବ୍ୟବସାୟୀ ଉପେନ୍ଦ୍ର ସାହୁ ଦୋକାନ ବନ୍ଦ କରି ଘରକୁ ଫେରୁଥିବାବେଳେ ବନ୍ଧୁକ ଦେଖାଇ ଅଟକାଇଥିଲେ ୫ରୁ ୬ ଜଣ ଦୁର୍ବୃତ୍ତ । ବ୍ୟାଗରେ ପ୍ରାୟ ୧୫୦ ଗ୍ରାମ ସୁନା ଅଳଙ୍କାର ଥିବା ସୂଚନା ମିଳିଥିବା ବେଳେ କିଛି କାଗଜ ପତ୍ର ମଧ୍ୟ ଦୁବୃର୍ତ୍ତ ମାନେ ନେଇ ଯାଇଛନ୍ତି । ଘଟଣାସ୍ଥଳରେ ଧର୍ମଶାଳା ଓ ବ୍ରହ୍ମବରଦା ଥାନା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି । କିଛି ଦିନ ହେବ ଧର୍ମଶାଳା ଅଞ୍ଚଳରେ ବାରମ୍ବାର ଲୁଟ ହେଉଥିବା ବେଳେ ଚୋରି ରାହାଜାନୀ ବଢ଼ି ଚାଲିଛି । ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଛି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...