32.9 C
Balāngīr
Tuesday, July 15, 2025

ବନ କର୍ମଚାରୀଙ୍କୁ ଗୁଳିମାଡ଼, ୪ ଶିକାରୀ ଗିରଫ, ୪ ଟି ଦେଶୀ ବନ୍ଧୁକ ଜବତ

Must read

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ଉଦଳା, (୨୪/୦୩) : ଆ.ପ୍ର. : ବନ କର୍ମଚାରୀଙ୍କୁ ଗୁଳିମାଡ଼ । ଶିକାରୀ ଧରିବାକୁ ଯାଇଥିଲେ ହେଲେ ନିଜେ ହେଲେ ଶୀକାର ।

ପୋଡ଼ାଡିହା ରେଞ୍ଜ ମନଭଙ୍ଗା ବିଟ ଅଞ୍ଚଳରେ ଚଢ଼ାଉ ସମୟରେ ବନ ବିଭାଗ ଉପରକୁ ଦୁଇ ରାଉଣ୍ଡ ଗୁଳି ଚାଳନା କରିଲେ ଶିକାରୀ । ବନ ବିଭାଗ ଏବଂ ଏସଟିପିଏଫ ମଧ୍ୟ ଫାଙ୍କା ଗୁଳି ଚାଳନା କରିଥିଲେ । ଗତକାଲି ରାତିରେ ପୋଡାଡିହା ବନ ବିଭାଗ ଏବଂ ଏସଟିପିଏଫ ମିଳିତ ଭାବେ ମନଭଙ୍ଗା ବିଟ ଅଞ୍ଚଳରେ ଚଢ଼ାଉ କରିଥିଲେ । ୪ ଜଣ ଶିକାରୀଙ୍କୁ ଗିରଫ କରାଯାଇଥିବାବେଳେ ଅନ୍ୟ ୨ ଜଣ ଫେରାର ହୋଇଯାଇଛନ୍ତି । ଘଟଣାସ୍ଥଳରୁ ୪ଟି ଦେଶୀ ବନ୍ଧୁକ ଜବତ ହୋଇଛି ।

- Advertisement -spot_img

More articles

- Advertisement -spot_img

Latest article

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...

ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

ସୁବର୍ଣ୍ଣପୁର , (୧୪/୦୭) ଆ.ପ୍ର : ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ...

ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର :ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ସଦର ମହକୁମା ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟରେ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୂର୍ବ ନିର୍ଦ୍ଧାରିତ ସୂଚୀ ମତେ...

ବୀରମହାରାଜପୁର ଠାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର...