32.9 C
Balāngīr
Sunday, July 20, 2025

ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜାଙ୍କ ପରଲୋକ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବରଗଡ଼, (୧୩/୦୮) : ଧନୁଯାତ୍ରାର ପୂର୍ବତନ କଂସ ମହାରାଜ ଗୋପାଳ ସାହୁଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା ।

ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିବା ଜଣାଯାଇଛି । ୨୩ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ଗୋପାଳ । ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କାଇଁଶିର ଗ୍ରାମର ସେ ବାସିନ୍ଦା ଥିଲେ । ଝାରସୁଗୁଡ଼ାରେ ରହୁଥିବା ସାନପୁଅଙ୍କ ଘରେ ଗୋପାଳ ରହୁଥିଲେ । ଗତକାଲି ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଝାରସୁଗୁଡ଼ାରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମଳିଛି ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...