32.9 C
Balāngīr
Wednesday, April 30, 2025

ବସ୍‌-କଣ୍ଟେନର ଧକ୍କା ; ୧୦ ଆହତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭଦ୍ରକ, (୦୧/୦୩) : ଭଣ୍ଡାରୀପୋଖରୀ ଥାନା ୧୬ ନମ୍ବର ଜାତୀୟ ରାଜପଥ ଛତାବର ନିକଟରେ ଶନିବାର ବସ୍‌କୁ ପଛରୁ କଣ୍ଟେନର ଧକ୍କା ଦେବାରୁ ଦୁର୍ଘଟଣାରେ ୧୦ ଆହତ ହୋଇଛନ୍ତି ।

ବସ୍‌କୁ ଧକ୍କା ଦେବା ପରେ ପଛକୁ ପଛ ପିଟି ହେଲେ ୨ କଣ୍ଟେନର। ଆହତ ଯାତ୍ରୀଙ୍କୁ ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ୪ ଯାତ୍ରୀଙ୍କୁ ଭଦ୍ରକରୁ କଟକ ସ୍ଥାନାନ୍ତର କରାଯାଇଛି। ବସ୍‌ଟି ଏକ ତୀର୍ଥଯାତ୍ରୀ ବସ୍‌ ହୋଇଥିବା ବେଳେ ଏହା ୬୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଟାଟାରୁ ପୁରୀ ଅଭିମୁଖେ ଆସୁଥିଲେ। ଖବର ପାଇ ଭଣ୍ଡାରୀପୋଖରୀ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...