32.9 C
Balāngīr
Tuesday, May 13, 2025

ବସ ସହିତ କଣ୍ଟେନରର ମୁହାଁମୁହିଁ ଧକ୍କା

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ବାରିପଦା, (୦୯/୦୫) : ଆପ୍ର. : ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦେଇ ଯାଇଥିବା ଏନଏଚ ୪୯ରେ ସଡ଼କ ଦୁର୍ଘଟଣା ଘଟିଛି । ବସ ସହିତ କଣ୍ଟେନର ମୁହାଁମୁହିଁ ଧକ୍କା ହୋଇଛି ।

ଫଳରେ ବସ ହେଲପର ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ, ଝୁନା ନାମକ ଏକ ଘରୋଇ ବସ ବାଙ୍କୀ ବିଜତଳାରୁ ବରଯାତ୍ରୀକୁ ନେଇ ଖୁଣ୍ଟା ଫେରୁଥିବା ସମୟରେ ଦୁର୍ଘଟଣା ଘଟିଥିଲା । ବସଟି ଦ୍ୱାରସୁଣୀ ଘାଟିରୁ ଓହ୍ଲାଇବା ପରେ ବାଙ୍ଗିରିପୋଷି ଅଭିମୁଖେ ଆସୁଥିବା ଏକ କଣ୍ଟେନରକୁ ସାମ୍ନା ପଟୁ ଧକ୍କା ଦେଇଥିଲା । ତେବେ ବସରେ ବସିଥିବା ୪୦ରୁ ଉର୍ଦ୍ଧ ଯାତ୍ରୀ ସୁରକ୍ଷିତ ଅଛନ୍ତି କିନ୍ତୁ ହେଲପର ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ବାଙ୍ଗିରିପୋଷି ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର ସହ ଅଧିକ ତଦନ୍ତ ଆରମ୍ଭ କରିଛି।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...