32.9 C
Balāngīr
Thursday, June 12, 2025

ବାଇକକୁ ଧକ୍କା ଦେଲା ଅଜଣା ଗାଡ଼ି, ୨ ଯୁବକ ମୃତ

Must read

ବାରଙ୍ଗ, (୨୩/୦୫) : ଆପ୍ର. : ବାଇକକୁ ଧକ୍କା ଦେଇ ଚାପିଦେଲା ଅଜଣା ଗାଡ଼ି । ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ଯୁବକଙ୍କ ଜୀବନ । ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ମୁଣ୍ଡଳୀ ନିକଟରେ ।

ଦୁଇ ଜଣ ଯୁବକ ଏକ ବାଇକରେ ଆଠଗଡ଼ ପଟୁ ମୁଣ୍ଡଳୀ କେନାଲ ବନ୍ଧ ରାସ୍ତାଦେଇ ଗୋଡ଼ିସାହି ଆଭିମୁଖେ ଆସୁଥିଲେ । ଏହି ସମୟରେ କୌଣସି ଏକ ଅଜଣା ଭାରିଯାନ ତାଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ଘଟଣା ସ୍ଥଳରୁ ଦୁର୍ଘଟଣା ଘଟାଇ ଗାଡ଼ିଟି ଫେରାର ହୋଇଯାଇଛି । ଦୁଇ ମୃତକଙ୍କ ମଧ୍ୟରୁ ଜଣଙ୍କ ପରିଚୟ ମିଳିଛି । ଖବର ଅନୁଯାୟୀ ଢେଙ୍କାନାଳ ସଦର ଥାନା କନମୁର୍ଗା ଅଞ୍ଚଳର ସମିର ରାଉତ ବୋଲି ସୂଚନା ମିଳିଛି । ଘଟଣାସ୍ଥଳରେ ଗୋଡିସାହି ଫାଣ୍ଡି ଅଧିକାରୀ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଜାରି ରଖିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...