32.9 C
Balāngīr
Friday, June 13, 2025

ବାଇକକୁ ପଛପଟୁ ଧକ୍କା ଦେଲା ଟ୍ୟାଙ୍କର, ସ୍ବାମୀ ଓ ପୁଅ ଆଗରେ ଚାଲିଗଲା ମାଆର ଜୀବନ

Must read

ଢେଙ୍କାନାଳ, (୨୭/୦୫) : ଆପ୍ର. : ସ୍ବାମୀ ଓ ପୁଅ ଆଗରେ ଚାଲିଗଲା ମାଆର ଜୀବନ । ଢେଙ୍କାନାଳ ଜିଲ୍ଲା ଆନନ୍ଦ ନଗର ଛକର ୫୫ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।

ବାପା, ମାଆ ଓ ଛୁଆ ବାଇକରେ ଯାଉଥିବାବେଳେ ପଛପଟୁ ଧକ୍କା ଦେଲା ତେଲ ଟ୍ୟାଙ୍କର । ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ସ୍ବାମୀ ଗୁରୁତର ଅଛନ୍ତି । ଅଳ୍ପକେ ବର୍ତ୍ତିଯାଇଛି ଦେଢ଼ବର୍ଷର ଶିଶୁ । ସେମାନଙ୍କ ଘର ବଣସିଂହ ଗାଁ’ରେ । ଦୁର୍ଘଟଣାରେ ପରେ ଉତ୍ତେଜନା ପ୍ରକାଶ ପାଇଛି । ୫୫ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି ସ୍ଥାନୀୟ ଲୋକ ।

 

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...