32.9 C
Balāngīr
Tuesday, May 20, 2025

ବାଇକ୍‌ ଆରୋହୀଙ୍କୁ ଚାପିଦେଲା ବସ୍‌ ୨ ମୃତ : ଜଣେ ଗୁରୁତର

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଫୁଲବାଣୀ, (୧୦/୦୫) : ଆପ୍ର. : ଫୁଲବାଣୀ ରୁଜାଙ୍ଗୀ ପେଟ୍ରୋଲ ଟାଙ୍କି ନିକଟରେ ରାତି ଅଧରେ ସଡ଼କ ଦୁର୍ଘଟଣା

ବସ୍ ଚକା ତଳେ ଚାପି ହୋଇ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତ ଦୁଇଜଣ ହେଲେ ପଟାବାଲି ସାହିର ପ୍ରକାଶ କହଁର ଏବଂ ଭୁକ୍ତା କନାଲିର ପରମାନନ୍ଦ କହଁର । ସୂଚନା ମୁତାବକ, ଅନିଲ ନାମକ ଏକ ଘରୋଇ ବସ୍ ମଧ୍ୟ ରାତ୍ରିରେ ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା । ଏହି ସମୟରେ ରୁଜାଙ୍ଗୀ ପେଟ୍ରୋଲ ପମ୍ପରୁ ପେଟ୍ରୋଲ ପକାଇ ଗୋଟିଏ ବାଇକ୍‌ରେ ତିନିଜଣ ଯୁବକ ଯାଉଥିଲେ । ପେଟ୍ରୋଲ ଟାଙ୍କି ନିକଟରେ ହିଁ ଘଟିଗଲା ଦୁର୍ଘଟଣା ।

ବସ୍‌ ଚକା ତଳେ ଆସି ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨ ଜଣଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଗୁରୁତରଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଇ ଘଟଣା ସ୍ଥଳରେ ଉପସ୍ଥିତ ରହି ତଦନ୍ତ ଚଳାଇଛି ପୋଲିସ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...