32.9 C
Balāngīr
Wednesday, April 23, 2025

ବାଇକ ସହ ପିକଅପ୍ ଦୁର୍ଘଟଣା, ବାଇକ ଆରୋହୀ ମୃତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦ୍ରାପଡ଼ା, (୨୩/୦୧) : ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ । କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାସ୍ତା ଶାସନ ଛକ (ଚଉବନ ମାଇଲି) ନିକଟରେ ଆଳିରୁ ଯାଉଥିବା ବାଇକ ସହ ପଟାମୁଣ୍ଡାଇ ରୁ ଦ୍ରୁତ ଗତିରେ ଆସୁଥିବା ପିକଅପ ମୁହାଁମୁଁହି ଧକ୍କା।

ଘଟଣା ସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ଯୁ ଘଟିଛି l ଗୁରୁତର ଅବସ୍ଥାରେ ବାଇକ ଆରୋହୀଙ୍କୁ ଆଳି ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରକ ଅଣା ଯାଇଥିଲା ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ଜଣକ ହେଲେ ଏଲ ଆଣ୍ଡ ଟି କମ୍ପାନୀରେ ୬ମାସ ହେବ କାମ କରୁଥିବା ରାଜସ୍ଥାନ ଅଞ୍ଚଳର ସେକ୍ ଆଜୁ (୩୫) ବୋଲି ଜଣା ପଡିଛି l ପୋଲିସ ଘଟଣା ସ୍ଥଳରେ ପହଁଚି ପିକଅପ ଭ୍ୟାନକୁ ଜବତ କରିବା ସହିତ ଘଟଣା ର ତଦନ୍ତ ଚଳାଇଛି l

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...