32.9 C
Balāngīr
Wednesday, April 23, 2025

ବାରବନ୍ଧ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ :ଭଗବାନ ମହାନ୍ତି
ମୁରିବାହାଲ ତା ୨୫/୦୨/୨୫ ମୁରିବାହାଲ ବ୍ଲକ ଗୁଡିଘାଟ ଆଞ୍ଚଳିକ ସାଧନ କେନ୍ଦ୍ର(କ୍ଳଷ୍ଟର) ଅନ୍ତର୍ଗତ ବାରବନ୍ଧ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି।

ବିଦ୍ୟାଳୟର ପ୍ରଧାନଶିକ୍ଷକ ସଞ୍ଜୟ କୁମାର ରାଓଙ୍କ ସଭାପତିତ୍ବରେ ତଥା ସହକାରୀ ଶିକ୍ଷକ ସୁବର୍ଣ୍ଣ କୁମାର ହୋଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ମୁରିବାହାଲ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢିହାରି ମୁଖ୍ୟ ଅତିଥି ରୂପେ ଯୋଗଦେଇଥିଲେ। ସିରୋଳ ୟୁପିଏସ ଶିକ୍ଷକ ଜଗଦୀଶ ସୁନା, ବିଦ୍ୟାଳୟ ଶିକ୍ଷା ପରିଚାଳନା କମିଟି ସଭାପତି ମୁକୁନ୍ଦ ଭୋଇ,ମୁରିବାହାଲ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ଉପସଭାପତି ଗିରିଧାରୀ ସାହୁ, ଶିକ୍ଷୟିତ୍ରୀ ପ୍ରଜ୍ଞାପ୍ରଭା କୁଅଁର ପ୍ରମୁଖ ମଞ୍ଚାସିନ ହୋଇ ଛାତ୍ରଛାତ୍ରୀଙ୍କୁ ଉତ୍ତମ ଚରିତ୍ର ଗଠନ ସମ୍ପର୍କରେ ବିସ୍ତୃତ ମତବ୍ୟକ୍ତ କରିଥିଲେ।ef41080b 56f4 4a39 bd62 a2bda314693c ବାରବନ୍ଧ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବିଦ୍ୟାଳୟର ବେଷ୍ଟ ଷ୍ଟୁଡେଣ୍ଟ ଅଫ୍ ଦି ଇୟର ଭାବେ ସପ୍ତମ ଶ୍ରେଣୀ ଛାତ୍ରୀ ସୁଦୟା ମାଝୀଙ୍କୁ ପୁରସ୍କୃତ କରାଯାଇଥିଲା।ପରେ ଛାତ୍ରଛାତ୍ରୀମାନେ ଦୀର୍ଘ ସମୟ ପର୍ଯ୍ୟନ୍ତ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ବିଭିନ୍ନ ପ୍ରକାର ଶିକ୍ଷଣ ସାମଗ୍ରୀ ଛାତ୍ର ଛାତ୍ରୀଙ୍କ ଦ୍ଵାରା ପରିଦର୍ଶନ କରାଯାଇଥିଲା ଶିକ୍ଷକ ମଞ୍ଜିତ୍ ସୁନା,ରାଏମତି ତାଣ୍ଡି, ରାଜକୁମାରୀ ଭୋଇ, କୈବଲ୍ୟ ବାଗ,ସୁରୁବାଲି ଭୋଇ ସହଯୋଗ କରିଥିଲେ।ସହକାରୀ ଶିକ୍ଷୟିତ୍ରି ସୂର୍ଯ୍ୟସ୍ନାତା ମଲ୍ଲିକ ଧନ୍ୟବାଦ ଦେଇଥିଲେ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...