32.9 C
Balāngīr
Saturday, April 26, 2025

ବାଲିଗୁଡାରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

Must read

ରିପୋର୍ଟ : ବିଭୂତି ଲହରିଆ
ବାଲିଗୁଡା, (୮/୫) : କନ୍ଧମାଳ ଜିଲ୍ଲା ବାଲିଗୁଡାର ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ଥାନୀୟ ସଭା ଗୃହ ଠାରେ ଧୁମ ଧାମରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି   l

ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ସଭା ରେ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି  ଭାବେ  ବାଲିଗୁଡା ଏସଡ଼ିପିଓ ରମେନ୍ଦ୍ର ପ୍ରସାଦ ସମ୍ମାନିତ ଅତିଥି ଭାବେ ବାଲିଗୁଡା ତହସିଲଦାର ଦିପ୍ତୀ ରଞ୍ଜନ ବେହେରା, ସାଂସଦ ଙ୍କ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ ମଂଚାସୀନ ଥିଲେ l ବାଲିଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l ସଭାକାର୍ଯ୍ୟ ପ୍ରାରମ୍ଭ ରେ ଜଗତର ନାଥ ଜଗନ୍ନାଥ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ, ପ୍ରଦୀପ ପ୍ରଜ୍ଜଳନ ସହ ନୈବେଦ୍ୟ ଅର୍ପଣ ପରେ ସଭାକାର୍ଯ୍ୟ ଆରମ୍ଭ କରାଯାଇ ଥିଲା l

ଏନଏସି ଏମସିସି ଏମଆରଅଫ କାର୍ଯ୍ୟ ରତ ଏସଏଜି ମହିଳା ଓ ସଫେଇ କର୍ମଚାରୀ ଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସମ୍ବର୍ଦ୍ଧନା କରାଯାଇ ଥିଲା |ଏହି କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟକ ଆଶା କର୍ମୀ ଅଙ୍ଗନବାଡି କର୍ମୀ, ମହିଳା ସ୍ୱୟ ସହାୟିକା ଗୋଷ୍ଟୀ ଯୋଗଦେଇଥିଲେ l ବାଲିଗୁଡା ଏନଏସି କାର୍ଯାଳୟ ପକ୍ଷରୁ କାର୍ଯ୍ୟକ୍ରମ କୁ ସଫଳ ଆୟୋଜନ କରାଯାଇଥିଲା |

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...