32.9 C
Balāngīr
Friday, June 13, 2025

ବାଲିଗୁଡା ରେ ଆମ ପୋଲିସ ସମିତି ବୈଠକ

Must read

ରିପୋର୍ଟ : ବିଭୂତି ଲହରିଆ
ବାଲିଗୁଡା, (୨୦/୮) : କନ୍ଧମାଳ ଜିଲ୍ଲା ରେ ଗତ କିଛି ଦିନ ହେବ ସାମାଜିକ ଗଣମାଧ୍ୟମ ରେ ଘୁରି ବୁଲୁଥିବା ଏକ ଗୁଜବ କୁ ନେଇ ବାଲିଗୁଡା ଥାନାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଅଛି lWhatsApp Image 2024 08 20 at 20.32.37 ବାଲିଗୁଡା ରେ ଆମ ପୋଲିସ ସମିତି ବୈଠକ

ବାଲିଗୁଡା ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାହୁଲ ଗୋଏଲ ଙ୍କ ଅଧ୍ୟକ୍ଷତା ଏକ ଜରୁରୀ କାଳୀନ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଅଛି l ଏଥିରେ ବାଲିଗୁଡା ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ଜିଲ୍ଲା ପରିଷଦ ଅଧକ୍ଷ୍ୟା ନନ୍ଦିନୀ ମଳିକ, ବାଲିଗୁଡା ଆଇଆଇସି ସୁଶାନ୍ତ ସାହୁ ଙ୍କ ସମେତ ସବୁ ଧର୍ମ ର ନେତୃ ମଣ୍ଡଳୀ, କୁଇକୁଳ ସମିତି ର ସଦସ୍ୟ ଓ ବୁଦ୍ଧିଜୀବୀ ଓ ଲୋକ ପ୍ରତିନିଧି ଉପସ୍ଥିତ ରହିଥିଲେ l ଗତ କିଛି ଦିନ ହେବ କନ୍ଧମାଳ ଜିଲ୍ଲା ରେ ସାମ୍ପ୍ରଦାୟିକ ଦଙ୍ଗା ର ପରିସ୍ଥିତି ସୃଷ୍ଟି ହୋଇଥିବା ନେଇ ସାମାଜିକ ଗଣମାଧ୍ୟମ ରେ ଗୁଜବ ପ୍ରକାଶ ପାଇଛି l

କିଛି ଅସାମାଜିକ ବ୍ୟକ୍ତି ଓ ଗୋଷ୍ଠୀ ନିଜର ବ୍ୟକ୍ତିଗତ ସ୍ୱାର୍ଥ କୁ ଚରିତାର୍ଥ କରିବାକୁ ଯୋଜନାବଦ୍ଧ ଭାବେ ହିନ୍ଦୁ ଓ ଖ୍ରୀଷ୍ଟିଆନ ଧର୍ମ କୁ ନେଇ ଗୁଜବ ସୃଷ୍ଟି କରି ବିଦ୍ବେଷ ଓ ବିଭାଜନ କରି ଦଙ୍ଗା ସୃଷ୍ଟି କରୁଥିବା ପୋଲିସ ପକ୍ଷରୁ କୁହାଯାଇଛି l ତେଣୁ କନ୍ଧମାଳ ର ଶାନ୍ତି ସଦଭାବନା ଓ ଭାଇଚାରା ଭଙ୍ଗ କରିବାକୁ ସାମାଜିକ ଗଣମାଧ୍ୟମ ରେ ସୃଷ୍ଟି ମିଥ୍ୟା ଗୁଜବ ଠାରୁ ନିବୃତ ରହିବା ପାଇଁ ସମସ୍ତ ଜନସାଧାରଣ ଙ୍କୁ ବାଲିଗୁଡା ପୋଲିସ ଓ ଶାନ୍ତି କମିଟି ଜରିଆରେ ନିବେଦନ କରାଯାଇଛି l

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...