32.9 C
Balāngīr
Tuesday, July 15, 2025

ବାଲିଗୁଡା ରେ ଉଚ୍ଚଶିକ୍ଷା ଓ କ୍ରୀଡା ମନ୍ତ୍ରୀ ଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା

Must read

ରିପୋର୍ଟ : ବିଭୂତି ଲହରିଆ
ବାଲିଗୁଡା, (୭/୧) : ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୁ ପଟନାୟକ ମିନି ଷ୍ଟାଡିଅମ ଠାରେ ଉଚ୍ଚଶିକ୍ଷା ଓ କ୍ରୀଡା ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଙ୍କୁ ସ୍ୱାଗତ କରାଯାଇଛି।WhatsApp Image 2025 01 17 at 18.51.40 ବାଲିଗୁଡା ରେ ଉଚ୍ଚଶିକ୍ଷା ଓ କ୍ରୀଡା ମନ୍ତ୍ରୀ ଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା

ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ୍ମଚରଣ ଦାସ, କନ୍ଧମାଳ ସାଂସଦ ଙ୍କ ନଗର ପ୍ରତିନିଧି ଆଦିକନ୍ଧ ପଟନାୟକ, ବ୍ଲକ ସାଂସଦ ପ୍ରତିନିଧି ରଂଜିତ ସାହୁ, ବରିଷ୍ଠ ନେତା ଦିଗାମ୍ବର ପାଣିଗ୍ରାହୀ, ରଂଜିତ ଚୌଧୁରୀ,ସୁରେନ୍ଦ୍ର ପାତ୍ର ସମେତ ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତା ମନ୍ତ୍ରୀ ଙ୍କୁ ପୁଷ୍ପ ଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସ୍ୱାଗତ ଓ ସମ୍ବର୍ଦ୍ଧନା ଜଣାଇଥିଲେ | ପରେ ବିଜୁ ପଟନାୟକ ମିନି ଷ୍ଟାଡିଅମ ର ବିକାଶ କାର୍ଯ୍ୟ ନିମନ୍ତେ ଉପଖଣ୍ଡ କ୍ରୀଡା ସଂସଦ ପକ୍ଷରୁ ମନ୍ତୀ ସୂର୍ଯ୍ୟବଂଶୀ ସୁରଜ ଙ୍କ ସହିତ ଆଲୋଚନା କରିଥିଲେ । ସେହିପରି ଆଦିବାସୀ ମହାବିଦ୍ୟାଳୟ ର ବିଭିନ୍ନ କାର୍ଯ୍ୟ ନେଇ ଛାତ୍ର ଛାତ୍ରୀ ଦାବୀ ପତ୍ର ପ୍ରଦାନ କରିଥିଲେ । ପରେ ମନ୍ତ୍ରୀ କଳାହାଣ୍ଡି ଜିଲ୍ଲା ଗସ୍ତରେ ବାହାରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...