32.9 C
Balāngīr
Tuesday, May 20, 2025

ବାଲିଗୁଡା ରେ ବିଜେପି ସକ୍ରିୟ ସଦସ୍ୟ ସମ୍ବିଳନୀ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ବାଲିଗୁଡା, (୧୯/୪) : ଆପ୍ର. : ବାଲିଗୁଡା ଗାୟତ୍ରୀ ମନ୍ଦିର ସଭାଗୃହ ଠାରେ ବାଲିଗୁଡା ବିଧାନସଭା ସ୍ତରୀୟ ବିଜେପି ସକ୍ରିୟ ସଦସ୍ୟ ସମ୍ବିଳନୀ ଅନୁଷ୍ଠିତ ହୋଇଛି lWhatsApp Image 2025 04 19 at 20.06.03 1 ବାଲିଗୁଡା ରେ ବିଜେପି ସକ୍ରିୟ ସଦସ୍ୟ ସମ୍ବିଳନୀ

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗ ଦେଇ ବାଲିଗୁଡା ନିର୍ବାଚନ ମଣ୍ଡଳୀ ରେ ସାଙ୍ଗଠନିକ କୁ ମଜବୁତ ରଖିବା ସହିତ ରାଜ୍ୟ ସରକାର ଙ୍କ ଯୋଜନା କିପରି ତୃଣମୂଳ ସ୍ତରରେ ପହଂଚି ପାରିବ ସେ ନେଇ ବିଜେପି କର୍ମୀ ଙ୍କୁ ମାର୍ଗ ଦର୍ଶନ ଦେଇଥିଲେ l ଏଥିରେ ବିଜେପି ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝି, ଫୁଲବାଣୀ ବିଧାୟକ ଉମା ଚରଣ ମଳିକ ପୂର୍ବତନ ବିଜେପି ଜିଲ୍ଲା ସଭାପତି ଜଗନ୍ନାଥ ସାହୁ ମହିଳା ନେତ୍ରୀ କଳ୍ପନା କହଁର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ୍ମଚରଣ ଦାସ ପୂର୍ବତନ ଜିଲ୍ଲା ସାଧରଣ ସମ୍ପାଦକ ଦେବେନ୍ଦ୍ର କୁଦେଇ କନ୍ଧମାଳ ସାଂସଦ ପ୍ରତିନିଧି ଦୁର୍ଗା ଆଚାର୍ଯ୍ୟ ସମେତ ବହୁ ବରିଷ୍ଠ ସଦସ୍ୟ ଯୋଗ ଦେଇ ଆଗାମୀ ଦିନ ରେ ବିଜେପି ସରକାର ଙ୍କ ପ୍ରତିଟି ଯୋଜନା ଘରେ ଘରେ ପହଁଚି ପାରିବ ସେ ନେଇ ଦଳୀୟ ସକ୍ରିୟ ସଦସ୍ୟ ମାନଂକୁ ପରାମର୍ଶ ଦେଇ ଥିଲେ ବରିଷ୍ଠ ନେତା l

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...