32.9 C
Balāngīr
Sunday, April 20, 2025

ବାଲିଗୁଡା ରେ ଭୀମ ଭୋଇ ସାମର୍ଥ୍ୟ ଶିବିର

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ବିଭୂତି ଲହରିଆ
ବାଲିଗୁଡା, (୧୨/୨) : ବାଲିଗୁଡା ବ୍ଲକ ପରିସରରେ ମେଗା ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଛି । ଏଥିରେ ବିଭିନ୍ନ ପଂଚାୟତ ରୁ ଭିନ୍ନକ୍ଷମ ବ୍ୟକ୍ତି ଯୋଗ ଦେଇ ୭୦୦ରୁ ଉର୍ଧ୍ଵ ପଞ୍ଜିକରଣ କରିଥିଲେ ।WhatsApp Image 2025 02 12 at 17.20.39 ବାଲିଗୁଡା ରେ ଭୀମ ଭୋଇ ସାମର୍ଥ୍ୟ ଶିବିର

ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାର ଅଭିଜ୍ଞ ଡାକ୍ତର ମାନଙ୍କ ଦ୍ୱାରା ରୋଗ ଚିହ୍ନଟ କରାଯାଇ ଭିନ୍ନକ୍ଷମ ବ୍ୟକ୍ତି ମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା I ବାଲିଗୁଡା ବ୍ଲକ ପ୍ରଶାସନ ପକ୍ଷରୁ ଚିହ୍ନଟ ଭିନ୍ନକ୍ଷମ ବ୍ୟକ୍ତି ମାନଙ୍କୁ ଡିଜିଟାଲ ସାର୍ଟିଫିକେଟ ପ୍ରଦାନ କରାଯିବ ଯାହାଦ୍ୱାରା ସେମାନେ ରାଜ୍ୟ ସରକାର ଙ୍କ ବିଭିନ୍ନ ଯୋଜନା ରେ ସାମିଲ ହୋଇ ପାରିବେ । ଏହି ଭୀମ ଭୋଇ ସାମର୍ଥ୍ୟ ଶିବିର ରେ ବାଲିଗୁଡା ବିଡ଼ିଓ ଦିପ୍ତି ପ୍ରକାଶ ବେହେରା, ବ୍ଲକ ଅଧ୍ୟକ୍ଷା ନିଶାବତୀ ମଳିକ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀନେଶ କହଁର ସମେତ ୧୪ଟି ପଂଚାୟତ ର ନିର୍ବାହୀ ଅଧିକାରୀ ବ୍ଲକ କର୍ମଚାରୀ ଲୋକ ପ୍ରତିନିଧି ଉପସ୍ଥିତ ରହି ସହଯୋଗ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...