32.9 C
Balāngīr
Sunday, July 13, 2025

ବାଲିଗୁଡାରେ ୮୯ତମ ଓଡିଶା ଦିବସ ପାଳିତ

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...
sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ବାଲିଗୁଡ଼ା ୨/୪/ଆପ୍ର): ବାଲିଗୁଡା ସଭାଗୃହ ପରିସରରେ ଉପଖଣ୍ଡ ସ୍ତରୀୟ ୮୯ତମ ଓଡିଶା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି।ଉପ ଜିଲ୍ଲାପାଳ ଡ ରୀନା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଆ ଭାଷା ହିଁ ଆମ ପରିଚୟ। ଓଡ଼ିଆ ପକ୍ଷ ସରକାରୀ ଘୋଷଣା ପ୍ରକାରେ ପାଳନ କରାଯିବ ବୋଲିି ଘୋଷଣା କରିଥିଲେ।99044870 620e 41f8 9f5a d8ea92c67afb ବାଲିଗୁଡାରେ ୮୯ତମ ଓଡିଶା ଦିବସ ପାଳିତ

ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ରମେନ୍ଦ୍ରପ୍ରସାଦ, ବାଲିଗୁଡା ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ତହସିଲଦାର ତଥା ବିଡ଼ିଓ ଦୀପ୍ତି ପ୍ରକାଶ ବେହେରା ବିଜ୍ଞାପିତ ଅଂଚଳ ପରିଷଦ ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଓ ବରିଷ୍ଟ ଆଇନଜୀବୀ କୌଶିକ ସାହୁ ମୁଖ୍ୟ ବକ୍ତା ରୂପେ ବିଭୂତି ଭୂଷଣ ଆଚାର୍ଯ୍ୟ ବକ୍ତବ୍ୟରେ ଭାଷା ଭିତ୍ତି ରେ ଓଡିଶା ପ୍ରଦେଶ ଗଠନ ଓ ଓଡିଆ ବରପୁତ୍ର ମାନଙ୍କ ଅବଦାନ ସମ୍ପର୍କ ରେ ଆଲୋକପାତ କରିଥିଲେ। ଅତିଥି ଗଣ ଜଗନ୍ନାଥ ଙ୍କ ପ୍ରତିମୂର୍ତ୍ତି ରେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା |

ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ || ଶିଶୁ ବାଟିକା ଶୁଭାରମ୍ଭ

ବନ୍ଦେ ଉତ୍କଳଜନନୀ ପ୍ରାଦେଶିକ ଜାତୀୟ ସଙ୍ଗୀତ ସମବେତ ସ୍ୱର ରେ ଗାନ କରିଥିଲେ | ସ୍କୁଲ ଓ ମହାବିଦ୍ୟାଳୟ ସମେତ ବିଭିନ୍ନ ଶିକ୍ଷା ଅନୁଷ୍ଠାନ ର ଛାତ୍ରଛାତ୍ରୀ ନୃତ୍ୟ ସଂଗୀତ ପରିବେଷଣ କରିଥିଲେ। ଏଥି ସହିତ କୌତୁକ ବେଶ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହୋଇଥିଲେ ଛାତ୍ରଛାତ୍ରୀ। ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧୀରଜକୁମାର ପାତ୍ର ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷକ ତୀର୍ଥବାସୀ ଘଡେଇ ସହଯୋଗ କରିଥିଲେ |

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...