32.9 C
Balāngīr
Wednesday, April 30, 2025

ବାଲୁକା କାଳରେ କ୍ୟାନ୍ସର ସଚେତନତା

Must read

ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ, ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ

ବ୍ରହ୍ମପୁର, (୨୯/୦୪) : ଆପ୍ର. : ତଣ୍ଟି କାଟି ଯୁବକଙ୍କୁ ହତ୍ୟା! । ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ବ୍ରହ୍ମପୁର କ.ନୂଆଗାଁ ଥାନା ଚିକିଟି ବାଳକୁମାରୀ ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୪/୦୨) : ଆଜି ବିଶ୍ୱ କର୍କଟ ଦିବସ । ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ “World Cancer Day” ଉପଲକ୍ଷେ ପୁରୀ ର ଲାଇଟ ହାଉସ ନିକଟସ୍ଥ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି ।

ଚଳିତ ବର୍ଷ “United By Unique” କୁ ଆଧାର କରି ବାଲୁକା ଶିଳ୍ପୀ ମାନସ ସାହୁ ବାଲୁକା କଳା ନିର୍ମାଣ କରିଥିବା ବେଳେ ଏହି ବାଲୁକା କଳା ଟି ୨୦ଫୁଟ ଓସାର ଏବଂ ୭ଫୁଟ ଉଚ୍ଚତା ବିଶିଷ୍ଟ ଅଟେ । ଏହି ବାଲୁକା କଳା ନିର୍ମାଣ କରିବାକୁ ମାନସ ସାହୁଙ୍କୁ ୭ଘଣ୍ଟା ସମୟ ଲାଗିଥିଲା । ଏଥିରେ ସେ world cancer dayର ବାର୍ତ୍ତା ଦେଇଛନ୍ତି । ଚଳିତ ବର୍ଷ କୀମସର ବିଶେଷଜ୍ଞମାନେ ମାନସ ସାହୁଙ୍କୁ ସ୍ୟାଣ୍ଡ ଆର୍ଟ ପାର୍କରେ ବାଲୁକା କଳା ମାଧ୍ୟ୍ୟମରେ ସାରା ବିଶ୍ୱକୁ କ୍ୟାନ୍ସରର ସଚେତନତା ର ବାର୍ତ୍ତା ଦେଇଛନ୍ତି ।

 

- Advertisement -spot_img

More articles

- Advertisement -spot_img

Latest article

ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ, ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ

ବ୍ରହ୍ମପୁର, (୨୯/୦୪) : ଆପ୍ର. : ତଣ୍ଟି କାଟି ଯୁବକଙ୍କୁ ହତ୍ୟା! । ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ବ୍ରହ୍ମପୁର କ.ନୂଆଗାଁ ଥାନା ଚିକିଟି ବାଳକୁମାରୀ ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର...

ପାଣି ପାଇଁ ରାଜ ରାସ୍ତାରେ ମହିଳା

ଟିଟିଲାଗଡ଼, (୨୯/୦୪) : ଆପ୍ର. : ନିର୍ବାଚନ ମଣ୍ଡଳୀରେ ତାତି ଯେତିକି ବଢ଼ିବାରେ ଲାଗିଛି ସେତିକି ଜଳ କଷ୍ଟ ମଧ୍ୟ ଦେଖା ଦେଇଛି । ଗୁଡ଼ଭେଳା ବ୍ଲକ ଧରୁଆପଡା ଛକରେ ମହିଳାମାନେ ରାଜରାସ୍ତାକୁ ଓଲ୍ଲାଇ...

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ

ଭୁବନେଶ୍ୱର, (୨୯/୦୪) : ଆପ୍ର. : ପ୍ରେମ ପାଇଁ ଜୀବନ ହାରିଲେ ଯୁବକ। ବରମୁଣ୍ଡା ଅଞ୍ଚଳ ସ୍ଥିତ ଦଳିତ ସାହିରୁ ଯୁବକଙ୍କ ମୃତ ଦେହ ଉଦ୍ଧାର । ମୃତ ଯୁବକ ଉକ୍ତ ଅଂଚଳର ରାହୁଲ...

ଦନ୍ତାହାତୀ ଆକ୍ରମଣରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ

ମୟୁରଭଞ୍ଜ, (୨୯/୦୪) : ଆପ୍ର. : ଦନ୍ତାହାତୀ ଆକ୍ରମଣରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ । ରାସଗୋବିନ୍ଦପୁର ରେଞ୍ଜ ଅନ୍ତର୍ଗତ ଅମରଦାର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ଘଟିଛି ଏହି ଦୁଖଦ ଘଟଣା । ମୃତକ ହେଲେ...

ଅଶ୍ଳୀଳ ଭିଡିଓ ଦେଖିବା ପରେ ୪ ବର୍ଷୀୟା ଭାଣିଜୀକୁ ଦୁଷ୍କର୍ମ କରି ହତ୍ୟା, ମାମୁ ଗିରଫ

ଗଞ୍ଜାମ, (୨୯/୦୪) : ଆପ୍ର. : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅନ୍ତର୍ଗତ ଖଲିଙ୍ଗି ଅଞ୍ଚଳରେ ୪ ବର୍ଷୀୟା ଶିଶୁକନ୍ୟାକୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୁଲିସ। ଶିଶୁ କନ୍ୟାକୁ ନିଜ ମାମୁ...