32.9 C
Balāngīr
Sunday, July 13, 2025

ବାହାଘର ଭୋଜି ଖାଇ ଶତାଧିକ ଗ୍ରାମବାସୀ ଅସୁସ୍ଥ : ଡାକ୍ତରଖାନାରେ ଭର୍ତ୍ତି

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଙ୍କୀ, (୧୮/୦୨) : ବାହାଘର ଭୋଜି ଖାଇ ଶତାଧିକ ଅସୁସ୍ଥ । କଟକ ଜିଲ୍ଲା ବାଙ୍କୀ ବ୍ଲକ ବୈଦେଶ୍ୱର ପାଟଣା ସାହିରେ ଏକ ବାହାଘର ଭୋଜିରେ ପ୍ରାୟ ୪ ଶହ ଜଣ ଭୋଜି ଖାଇଥିଲେ ।

ସେମାନଙ୍କ ମଧ୍ୟରୁ ଅନେକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କୁ ସ୍ଥାନୀୟ ବୈଦେଶ୍ଵର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ ବୈଦେଶ୍ୱର ପାଟଣା ସାହିରେ ରବିବାର ଗାଁ ର ପଦ୍ମ ଚରଣ ସାହୁ ନାମକ ବ୍ୟକ୍ତିଙ୍କ ଝିଅ ବାହାଘରରେ ପ୍ରାୟ ଚାରି ଶହରୁ ଉର୍ଦ୍ଧ ଲୋକ ଭୋଜି ଖାଇଥିଲେ । ଏହାପରେ ସୋମବାର ସକାଳୁ ଝାଡା ବାନ୍ତିରେ ଅନେକ ଆକ୍ରାନ୍ତ ହୋଇ ନିକଟସ୍ଥ ବୈଦେଶ୍ଵର ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ ।

ଜଣକ ପରେ ଜଣେ ସୁସ୍ଥ ହୋଇ ଘରକୁ ଫେରିବା ବେଳକୁ ସନ୍ଧ୍ୟା ପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଶହରେ ପହଞ୍ଚିଥିଲା । ଗତକାଲି ରାତିରେ ଡାକ୍ତରଖାନାରେ ୩୯ଜଣ ଚିକତ୍ସିତ ହେଉଥିଲେ । ଏହି ଘଟଣା ପରେ ବୈଦେଶ୍ୱର ଥାନା ଆଈ.ଆଈ.ସି ଏବଂ ସ୍ଥାନୀୟ ସରପଞ୍ଚ ଡାକ୍ତରଖାନକୁ ଯାଇ ଆକ୍ରାନ୍ତଙ୍କ ସ୍ଵାସ୍ଥ୍ୟବସ୍ଥା ବୁଝିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...