32.9 C
Balāngīr
Saturday, April 26, 2025

ବିଧାୟକଙ୍କ ଉପସ୍ଥିତିରେ ମିଶନ୍ ଶକ୍ତି ଋଣ ମେଳା ଅନୁଷ୍ଠିତ

Must read

ରିପୋର୍ଟ : ରବି ଶଙ୍କର ମହାପାତ୍ର
କୋରାପୁଟ, (୪/୩) : ବୋରିଗୁମ୍ମା ପଞ୍ଚାୟତ ସମିତି ନିକଟରେ ମିଶନ ଶକ୍ତି ଆନୁକୂଲ୍ୟରେ ରୁଣ ମେଳା ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 03 04 at 13.44.55 1 ବିଧାୟକଙ୍କ ଉପସ୍ଥିତିରେ ମିଶନ୍ ଶକ୍ତି ଋଣ ମେଳା ଅନୁଷ୍ଠିତ

ଏହି ସଭାରେ କୋଟପାଡ଼ ମାନ୍ୟବର ବିଧାୟକ ରୁପୁ ଭତ୍ରା, କୋରାପୁଟ ସାଂସଦ ପ୍ରତିନିଧି ରାମଚନ୍ଦ୍ର ପାଢ଼ୀ, ବ୍ଲକ୍ କଂଗ୍ରେସ ସଭାପତି ଅଶୋକ ଗନ୍ତାୟତ, ଜିଲ୍ଲା ପରିଷଦ ସଭ୍ୟ ନୃସିଂହନାଥ(ପିଙ୍କୁ) ଶତପଥୀ,ବ୍ଲକ୍ ଅଧ୍ୟକ୍ଷା ଦୀପ୍ତିମୟୀ ନାୟକ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ସନ୍ଧ୍ୟା ସମରଥ ପ୍ରମୁଖ ମଞ୍ଚାସୀନ ଥିବାବେଳେଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରୀମତି ଗାୟତ୍ରୀ ବାହିନୀପତି, ଅତିରିକ୍ତ ତହସିଲଦାର କମଳେଶ ମହନ୍ତ, ପ୍ରକଳ୍ପ ସଂଯୋଜିକା ସ୍ଵାତୀ ପଟ୍ଟନାୟକ, ଜୀବିକା ମିଶନ ସଂଯୋଜକ ଦେବେନ୍ଦ୍ର ପଣ୍ଡା, BTC(Fl) ରଶ୍ମିତା କୁମାରୀ ପାଢ଼ୀ ପ୍ରମୁଖ ଯୋଗ ଦେଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...