32.9 C
Balāngīr
Wednesday, April 23, 2025

ବିନିକା ରେ କଦର୍ଯ୍ୟ ରାସ୍ତା ପାଇଁ ରାସ୍ତା ରୋକ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୦୩/୦୨) : ସୁବର୍ଣ୍ଣପୁର ଜିଲ୍ଲା ବିନିକା କଲେଜ ଛକରେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି ସଚେତନ ନାଗରିକ ମଞ୍ଚ ସଦସ୍ୟ ବୃନ୍ଦ ।WhatsApp Image 2025 02 03 at 12.26.56 ବିନିକା ରେ କଦର୍ଯ୍ୟ ରାସ୍ତା ପାଇଁ ରାସ୍ତା ରୋକ

ବର୍ଷବର୍ଷ ଧରି ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରର ପାପକ୍ଷୟ ଛକରୁ ଡଭଲା ଛକ ପର୍ଯ୍ୟନ୍ତ ମୁଖ୍ୟରାସ୍ତା ମରଣଯନ୍ତା ପାଲଟିଥିବାରୁ ବିନିକା ସଚେତନ ନାଗରିକ ମଞ୍ଚ ତରଫରୁ ସକାଳ ୬ ଘଣ୍ଟାରୁ ଅପରାହ୍ନ ୨ ଟା ପର୍ଯ୍ୟନ୍ତ ବିନିକାକୁ ବନ୍ଦ ଡାକରା ଦିଆଯାଇଛି । ତେବେ ମରଣଯନ୍ତା ରାସ୍ତାପାଇଁ ନିତିଦିନ ଛୋଟବଡ଼ ଦୁର୍ଘଟଣା ଘଟିବା ସହିତ ଖାଲଢିପ ଓ ଧୂଳିମୟ ରାସ୍ତାରେ ଯାତାୟାତ କରି ଲୋକେ ନାହି ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଯେଉଁଥିପାଇ ଆଜି ବିନିକାକୁ ୮ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିନିକା ସଚେତନ ନାଗରିକ ମଞ୍ଚ । ତେବେ ଏହି ବନ୍ଦ ପାଳନରେ କେବଳ ଜରୁରୀ ସେବାକୁ ବାଦଦେଇ ସହରର ସମସ୍ତ ଦୋକାନ ବଜାର,ସ୍କୁଲ, କଲେଜ, ବ୍ୟାଙ୍କ, ସରକାରୀ ବେସରକାରୀ ଅନୁଷ୍ଠାନ, ଗାଡି ଚଳାଚଳ ଆଦି ସମ୍ପୂର୍ଣ ଭାବେ ବନ୍ଦ କରାଯାଇଛି । ଏହି ବନ୍ଦ କୁ ବିନିକା ଅଞ୍ଚଳ ର ଜନସାଧାରଣ ସମର୍ଥନ ଜଣାଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...