32.9 C
Balāngīr
Sunday, July 20, 2025

ବିଭିନ୍ନ ପ୍ରକଳ୍ପ ର ସାମାଜିକ ସମୀକ୍ଷା ଅନୁଷ୍ଠିତ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୧୩/୦୮) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଓଡିଶା ରାଜ୍ୟ ସାମାଜିକ ସମୀକ୍ଷା, ଉତ୍ତରଦାୟିତ୍ୱ ଓ ସ୍ୱଛତା ସମିତି ତରଫରୁ ଆଜି ପଞ୍ଚମ ପର୍ଯ୍ୟାୟରେ ସୋନପୁର ବ୍ଲକ ହରଡଖୋଲ, ଜନମୁରା, ଗ୍ରାମ ପଂଚାୟତ ରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ରେ ଗତ ଛଅ ମାସ ରେ ହୋଇଥିବା ପ୍ରକଳ୍ପ ର ସାମାଜିକ ସମୀକ୍ଷା ଅନୁଷ୍ଠିତ ହୋଇଯାଇଛି l

ଗ୍ରାମ ପଂଚାୟତ ତଥା ଉଦ୍ୟାନ ବିଭାଗ, ବନ ବିଭାଗ ତରଫରୁ ହାତକୁ ନିଆଯାଇଥିବା ପ୍ରକଳ୍ପ ଗୁଡିକ ର କାର୍ଯ୍ୟସ୍ଥଳ ପରିଦର୍ଶନ ସହ ନଥିପତ୍ର ଯାଞ୍ଚ କରାଯାଇଥିଲା l ଏଥିରେ ଗ୍ରାମ ସ୍ତରରେ କାର୍ଯ୍ୟରତ ଗ୍ରାମ ସମ୍ବଳ କର୍ମୀ (ଭି ଆର ପି)ସାତ ଦିନ ପର୍ଯ୍ୟନ୍ତ ବିଭିନ୍ନ ଗ୍ରାମ କୁ ଯାଇ ଅଣକୁଶଳୀ ଶ୍ରମିକ ମାନଙ୍କୁ ଭେଟିବା ସହ ବିଭିନ୍ନ ପ୍ରକାର ଅଭିଯୋଗ ସଂଗ୍ରହ କରିଥିଲେ l ଆଜି ଗ୍ରାମସଭା ବୈଠକ ରେ ତାହା ଉପସ୍ଥାପନା କରିଥିଲେ l

ଜନମୁରା ପଂଚାୟତ ରେ କାର୍ଯ୍ୟନିର୍ବାହୀ ଅଧିକାରୀ ନୀଳିମା ଭୋଇ ,ଏ ଡ଼ି ଇ ଓ ତଥା ଗ୍ରାମ ରୋଜଗାର ସେବକ ଯଜ୍ଞଦତ୍ତ ମେହେର , ସରପଞ୍ଚ ଦମୟନ୍ତୀ ବାରିକ ,ଏମ ବି କେ ସସ୍ମିତା ବିଶି,ବ୍ଲକ ସାମାଜିକ ସମୀକ୍ଷକ ସୁଦାମ ଗାଈଗରିଆ, ଭି ଆର ପି ମାଣିକ୍ୟ କୁମ୍ଭାର , ଜୟନ୍ତୀ ବାଘ , ଜ୍ୟୋସ୍ନା ମେହେର, ଭାରତୀ ମେହେର ଓ ରଂଜିତା ବଗର୍ତ୍ତୀ ଯୋଗ ଦେଇଥିଲେ l

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...