32.9 C
Balāngīr
Wednesday, April 23, 2025

ବିଭିନ୍ନ ଯାଗାରେ ନେତାଜୀ ଓ ସୁରେନ୍ଦ୍ର ସାଏ ଙ୍କ ଜନ୍ମ ଦିନ ପାଳିତ

Must read

ରିପୋର୍ଟ : ପ୍ରଣତି ସାବତ
କାଶୀନଗର, (୨୩/୧) : ଆଜି ଭାରତ ଦେଶ ର ପରମ ବୀର ନେତାଜୀ ଓ ସାଏ ଙ୍କ ଜନ୍ମ ଦିନ ସର୍ବତ୍ର ପାଳିତ ହୋଇ ଆସିଛି ।WhatsApp Image 2025 01 23 at 09.46.43 ବିଭିନ୍ନ ଯାଗାରେ ନେତାଜୀ ଓ ସୁରେନ୍ଦ୍ର ସାଏ ଙ୍କ ଜନ୍ମ ଦିନ ପାଳିତ

କାଶୀନଗର ର ବିଭିନ୍ନ ଶିକ୍ଷାନୁଷ୍ଠାନ ମାନଙ୍କ ରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଛି । କାଶୀନଗର ବ୍ଲକ ର ବିଭିନ୍ନ ଉଚ୍ଚ ପ୍ରାଥମିକ, ପ୍ରାଥମିକ, ହାଇସ୍କୁଲ ଓ କଲେଜ ସ୍ତର ରେ ଏହି ଉତ୍ସବ ବହୂ ଆଡମ୍ବର ରେ ଛାତ୍ର ଛାତ୍ରୀ ଓ ଅବିଭାବକ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହେଉଛନ୍ତି । ସ୍ଥାନୀୟ ହରିଜନ ସାହି ଉଚ୍ଚ ଠାରେ ଉଭୟ ବୀରଙ୍କ ଜନ୍ମ ଦିନକୁ ମହା ଆଡମ୍ବର ରେ ପାଳିତ ହୋଉଛି ।

ନେତାଜୀଙ୍କ ଫୋଟ ରେ ପୁଷ୍ପ ମାଳ ଦେଇ ବୀର ଙ୍କ ଜୟ ଗାନ ଓ ସ୍ମୃତି ଚରଣ କରିବା ସହ ବୀର ଙ୍କ ବିଜସ୍ୱ ଗାଥା ଓ ତ୍ୟାଗ ଓ ବଳିଦାନ ର ସ୍ମୃତି କରାଯିବା ସହ ଉଗ୍ର ଜାତୀୟବାଦ ର ତରା ଭାବେ ବକ୍ତା ଜଗଦୀଶ ପାତ୍ର କହିଥିଲେ । ପ୍ରଧାନ ଶିକ୍ଷକ କେ ଈଶ୍ୱର ରାଓ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସ୍ମୃତି ସଭା ରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ । ମଜାଲା ସାହି ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷୟତ୍ରୀ ଏମ ସରିତା ଙ୍କ ନେତୃତ୍ୱ ରେ ସଭାପତି ହୋଇଥିଲା । ବିଭିନ୍ନ ସ୍କୁଲ ରେ ବାତ୍କୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଉଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...