32.9 C
Balāngīr
Thursday, June 12, 2025

ବିଳମ୍ବିତ ରାତିରେ ବନ୍ଦ ଘରୁ ଚୋରି, ଘଟଣା ସ୍ଥଳରେ ପୋଲିସ

Must read

ରାୟଗଡା, (୨୬/୦୫) : ଆପ୍ର. : ରାୟଗଡା ଜିଲ୍ଲାରେ ଲୁଟେରାଙ୍କ ଉବଦ୍ରଵ ଦିନକୁ ଦିନ ବଢ଼ିବାରେ ଲାଗିଛି । ନିୟୁ କଲୋନୀ ଦ୍ୱିତୀୟ ଧାଡିରେ ରହୁଥିବା ୧୨ ନମ୍ବର ୱାର୍ଡ କାଉନ୍ସିଲର ଏ ୱାଣୀ ଶ୍ରୀଙ୍କ ଘରୁ ହୋଇଛି ଲୁଟ ।

ତାଙ୍କ ଘରୁ ନଗଦ ୮୦ ହଜାର ଟଙ୍କା ଦୁର୍ବତ ଲୁଟ କରିଥିବା ଜଣାପଡିଛି । ସୂଚନା ମୁତାବକ ଗତ ୨୧ ତାରିଖରୁ ଘରେ ତାଲାମାରି ସହ ପରିବାରେ ବଦ୍ରିନାଥ ଦର୍ଶନରେ ଯାଇଥିଲେ । ଘରର ସଦସ୍ୟ କେହି ନଥିବାର ସୁଯୋଗ ନେଇ ଗତକାଲି ବିଳମ୍ବିତ ରାତିରେ ତାଲା ଭାଙ୍ଗି ଘରେ କଳାକନା ବୁଲାଇଲେ ଦୁର୍ବୁତ୍ତ । ଖବର ପାଇ ରାୟଗଡା ଥାନା ପୋଲିସ, ସାଇଣ୍ଟିଫିକ ଟିମ ଏବଂ ସନ୍ଧାନୀ କୁକୁର ଘଟଣା ସ୍ଥଳରେ ପହଞ୍ଚି ଛାନବିନ ଆରମ୍ଭ କରିଛି । ଚଳିତ ମାସ ୧୭ ତାରିଖ ଦିନ ମଧ୍ୟ ଅନୁରୂପ ଭାବେ ରାୟଗଡା ଜିଲ୍ଲା ସଦର ରାଣୀଗୁଡା ଫାର୍ମ ଡିଏଫୋ ଅଫିସ ଦ୍ଵିତୀୟ ଗଳିରେ ମଧ୍ୟ ସମାନ ଢଙ୍ଗରେ କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଇଥିଲେ ଦୁର୍ବୁତ୍ତ ।

 

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...