32.9 C
Balāngīr
Wednesday, April 23, 2025

ବିଶିଷ୍ଠ ଓଡ଼ିଶୀ ନୃତ୍ୟଗୁରୁ ମାୟାଧର ରାଉତଙ୍କ ପରଲୋକ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୩/୦୨) : ପରଲୋକରେ ବିଶିଷ୍ଠ ଓଡ଼ିଶୀ ନୃତ୍ୟଗୁରୁ ମାୟାଧର ରାଉତ । ଶନିବାର ସକାଳେ ବାର୍ଦ୍ଧକ୍ୟ ଜନିତ କାରଣରୁ ଦିଲ୍ଲୀ ବାସ ଭବନରେ ତାଙ୍କ ମୃତ୍ୟୁ ଘଟିଛି ।

ମୃତ୍ୟୁ ବେଳକୁ ତାଙ୍କୁ ୯୫ବର୍ଷ ବୟସ ହୋଇଥିଲା । ୧୯୩୩ ମସିହା ୬ ଜୁଲାଇରେ ଓଡ଼ିଶାରେ ଜନ୍ମଗ୍ରହଣ କରିଥିଲେ ମାୟାଧର ରାଉତ । ମାତ୍ର ୭ ବର୍ଷ ବୟସରୁ ସେ ‘ଗୋଟିପୁଅ’ ନୃତ୍ୟ ତାଲିମ ନେବା ଆରମ୍ଭ କରିଥିଲେ। ୧୯୪୪ ମସିହାରେ ସେ ପ୍ରଥମ ଥର ପାଇଁ ମଞ୍ଚରେ ‘ଗୋଟିପୁଅ’ ନୃତ୍ୟ ପରିବେଷଣ କରିଥିଲେ । ଓଡିଶୀ ନୃତ୍ୟ ପ୍ରତି ତାଙ୍କର ବିଶେଷ ଅବଦାନ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନ ଏବଂ କେନ୍ଦ୍ର ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ଭଳି ବହୁ ସମ୍ମାନରେ ସମ୍ମାନିତ କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...