32.9 C
Balāngīr
Wednesday, April 30, 2025

ବିଷାକ୍ତ ଛତୁଆ ଖାଇ ଗୋଟିଏ ପରିବାରର ୨ ମୃତ, ୨ ଗୁରୁତର

Must read

ଗଜପତି, (୨୪/୦୩) : ଆ.ପ୍ର. : ବିଷାକ୍ତ ଛତୁଆ ଖାଇ ଗୋଟିଏ ପରିବାରର ୨ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଗୁରୁତର ହୋଇଥିବା ଜଣାଯାଇଛି ।

ମୃତକ ଦୁଇ ଭଉଣୀ ହେଲେ ତୁଳସୀ ବଡମୁଣ୍ଡି(୬) ଏବଂ ଗୁଣବତୀ ବଡମୁଣ୍ଡି (୩) । ଗଜପତି ଜିଲ୍ଲା ରାମଗିରିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତର ବାପା ଅର୍ଜୁନ ଓ ବଡ଼ ଝିଅ ସୁମିତ୍ରାଙ୍କୁ ଚିକିତ୍ସା ପାଇଁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ରାମଗିରି ହାଟପଦା ଅଙ୍ଗନବାଡ଼ିରୁ ମିଳିଥିବା ଛତୁଆ ଖାଇଥିବା ଅଭିଯୋଗ ହୋଇଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...