32.9 C
Balāngīr
Sunday, July 13, 2025

ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...
sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

୧୨୫ଟି ର ଅଭିଯୋଗ ଦରଖାସ୍ତ ଗ୍ରହଣ

bmpur2 ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରସୁବର୍ଣ୍ଣପୁର (୨୪/୦୩-ଆପ୍ର) :ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି l ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୨୫ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l

ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୧୪ଟି ଗ୍ରହଣ କରାଯାଇଥିବା ବେଳେ ୧୫ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବୀରମହାରାଜପୁର ବିଡିଓ ରାଜୀବ ହାଁସଦାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ବୀରମହାରାଜପୁର ଉପ ଜିଲ୍ଲାପାଳ ଲଲାଟେନ୍ଦୁ ସି , ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ପ୍ରଦୀପ କୁମାର ଗୁରୁ , ଅତିରିକ୍ତ ଜିଲ୍ଲା ଉନ୍ନୟନ ଅଧିକାରୀ ପଲ୍ଲବୀ ରାଣୀ ରାଜଙ୍କ ସମେତ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ବୀରମହାରାଜପୁର ତହସିଲଦାର ସୁଚିସ୍ମିତା ପାଣିଗ୍ରାହୀ , ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...