32.9 C
Balāngīr
Sunday, July 20, 2025

ବୁଦୁରା ପଂଚାୟତ କିତିଙ୍ଗି ବାଲି ରାମ୍ପା ପାଇଁ ଜନ ଶୁଣାଣି ଅନୁଷ୍ଠିତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କାଶୀନଗର, (୧୦/୮) : ଗତ କାଲି ବୁଦୁରା ପଂଚାୟତ କିତିଙ୍ଗି ଗ୍ରାମ ନଦୀ ଶଯ୍ୟା ପାଇଁ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି l

ଏହି ଜନ ଶୁଣାଣି ଶିବିରରେ ତହସିଲଦାର ଅଶୋକ ପ୍ରଧାନ, ମାଇନିଙ୍ଗ ଅତିରିକ୍ତ ଅଧିକାରୀ ରାଜ୍ୟ ପ୍ରଦ୍ୟୁଷାଣା ବୋର୍ଡର ଆଞ୍ଚଳିକ ମ୍ୟାନେଜର ଓ ସରପଞ୍ଚ ଶ୍ରୀ ସଞ୍ଜୟ ମିଶ୍ର ଙ୍କ ନେରୁତ୍ବ ରେ ଏହି ଜନ ଶୁଣାଣି ଅନୁଷ୍ଠିତ ହୋଇଥିଲା ଆଇନ ଶୃଙ୍ଖଳା ପାଇଁ ଥାନା ଅଧିକାରି ସୁନୀଲ କୁମାର ସାହୁ ଯୋଗ ଦେଇଥିଲେ l ଆଜିର ଶୁଣାଣି ଶାନ୍ତି ଶୃଙ୍ଖଳା ର ସମାପନ ହୋଇଥିଲା l ପ୍ରକାଶ ଥାଉ କି ଏହି ବାଲିଘାଟ ପାଇଁ ଉଚ୍ଚତମ ନ୍ୟାୟାଳୟ ର ନିଁର୍ଧେଶ କ୍ରମେ ହୋଇଥିଲା ବୋଲି ଘାଟ ନିଲାମ ଧାରୀ ସୂଚନା ଦେଇଛନ୍ତି l ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମିଞ୍ଜ ପରିବେଶ ଓ ଗଛ ଲଗାଇବା ପାଇଁ କହିଥିଲେ,l ଶାନ୍ତି ଶୃଙ୍ଖଳା ର ସହ ଏହି ଜନ ଶୁଣାଣି ଅନୁଷ୍ଠିତ ହୋଇଥିଲା l

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...