32.9 C
Balāngīr
Tuesday, May 13, 2025

ବୁଧୁବାର ସଡକ ଦୁର୍ଘଟଣା ରେ ଆହତ ଙ୍କ ମୃତ୍ୟୁ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

କାଶୀନଗର, (୯/୫) : ଆପ୍ର. : କାଶୀନଗର ଥାନା ଅଂଚଳରେ ଗତ ବୁଧୁବାର ହୋଇଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣା ରେ ଆହତ ବ୍ୟକ୍ତି ଙ୍କ ମୃତ ହୋଥିବା ଖବର ହସ୍ତଗତ ହୋଉଛି ।

ପ୍ରକାଶ ଥାଉକି, ଗତ ବୁଧୁବାର କାଶୀନଗର ଥାନା ଅନ୍ତର୍ଗତ କରଣିଭଦ୍ରା ଗ୍ରାମ ସଡକ ପଥ ନିକଟ ରେ ଗୋଟିଏ କାର ସହ ମୋଟର ସାଇକେଲ ର ଦୁର୍ଘଟଣା ଘଟିଥିଲା । ଏହି ଦୁର୍ଘଟଣା ରେ ଆହତ ହୋଇଥିବା ର୍ରେଗେଡା ଗ୍ରାମ ର ଦୁଇ ଯୁବକ ଙ୍କ ମଧ୍ୟରୁ ଗୁରୁତର ହୋଇଥିବା ଜଣେ ଯୁବକ ଙ୍କ ମୃତ୍ୟୁ ହୋଉଥିବା ଜଣା ପଡିଛି । ଆଉ ଜଣେ ଗୁରୁତର ଭାବେ ଚିକିତ୍ସା ହେଉଥିବା ବେଳେ ସେ ମଧ୍ୟ ସଂକଟପନ ଥିବା ନିର୍ଭର ଯୋଗ୍ୟ ସୂତ୍ରରୁ ପ୍ରକାଶ । ପୋଲିସ ଦୁର୍ଘଟଣା ଗ୍ରସ୍ତ ଦୁଇ ଗାଡି ଜବତ କରିଥିବା ବେଳେ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ସୁନୀଲ ବେହେରା ସୂଚନା ଦେଇଛନ୍ତି । ମୃତକ ହେଲେ ଦିଲୀପ ପାଲାକା, ଦୁର୍ଘଟଣା ଘଟଇଥିବା ଗାଡି ଜବତ ହୋଇଛି ସତ କିନ୍ତୁ ଡ୍ରାଇଭର ଙ୍କୁ ଗିରଫ କରାଯାଇଛି କି ନାହିଁ ସ୍ୱଷ୍ଟ ହୋଇନି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...