32.9 C
Balāngīr
Sunday, April 20, 2025

ବେଆଇନ୍ ଭାବେ ବାଲି ଚୋରା ଚାଲାଣ ନେଇ ଚାରି ଟ୍ରାକ୍ଟର ଜବତ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ସନ୍ତୋଷ କୁମାର ନାୟକ
ବଲାଙ୍ଗୀର/ଟିଟିଲାଗଡ, (୦୯/୦୩) : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୋଲିସ ତରଫ ରୁ ବେଆଇନ୍ ଖଣି ଖନନ ଓ ପରିବହନ ଆଇନ ଅନୁଯାୟୀ ଚଢ଼ାଉ କରାଯାଇଛି ।

ରାଜ୍ୟ ସରକାର ଙ୍କ ନିର୍ଦ୍ଦେଶ କ୍ରମେ ଟିଟିଲାଗଡ ପୋଲିସ ଥାନା ଅଧିକାରୀଣୀ କଲ୍ୟାଣୀ ବେହେରା ଙ୍କ ନେତୃତ୍ୱ ରେ ଚାରି ଗୋଟି ବାଲି ବୋଝେଇ ଟ୍ରାକ୍ଟର ଜବତ କରିବା ସହ ଚାଳକ ଙ୍କୁ ଗିରଫ କରାଯାଇଛି ବୋଲି ପ୍ରକାଶ କରିଛନ୍ତି । ବାଲି ବୋଝେଇ ଉକ୍ତ ଟ୍ରାକ୍ଟର ଗୁଡ଼ିକୁ ଟିଟିଲାଗଡ ଥାନା ପରିସର ରେ ଅଟକ ରଖି ଏକ ମାମଲା ରୁଜ୍ଜୁ କରି ସବିଶେଷ ତଦନ୍ତ ଆରମ୍ଭ କରିଥିବା ଜଣାଯାଇଛି । ଉକ୍ତ ଜବତ ଗାଡ଼ି ଗୁଡ଼ିକ ର ଏନ୍ ଜି ଟି ନିୟମ ଅନୁଯାୟୀ ଜୋରିମାନା ଆଦାୟ କରାଯିବ ବୋଲି ବଲାଙ୍ଗୀର ଜିଲ୍ଲା ଖଣି ଅଧିକାରୀ ଚନ୍ଦ୍ରଚୁଡ ମହନ୍ତ ପ୍ରକାଶ କରିଛନ୍ତି । ସେହିପରି ଜିଲ୍ଲା ର ସିନ୍ଧେକେଲା,ବଙ୍ଗୋମୁଣ୍ଡା,ସଇଁତଳା ଥାନା ଅଞ୍ଚଳ ରେ ମଧ୍ୟ ପରିବହନ ନିୟମାନୁଯାୟୀ ଚଢ଼ାଉ କରି ଟ୍ରାକ୍ଟର ମାନ ଜବତ କରାଯାଇଛି ବୋଲି ପ୍ରକାଶ ପାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...