32.9 C
Balāngīr
Tuesday, May 13, 2025

ବେଆଇନ ଗୋରୁ ଚାଲାଣ ବେଳେ ଅଘଟଣ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଭଦ୍ରକ, (୨୭/୦୪) : ଆପ୍ର. : ବେଆଇନ ଗୋରୁ ଚାଲାଣ ବେଳେ ଓଲଟିଲା ଗାଡ଼ି । ଦୁର୍ଘଟଣାରେ ଡ୍ରାଇଭର ଏବଂ ୩ ଗୋରୁଙ୍କ ଚାଲିଗଲା ଜୀବନ ।

ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଧୁସୁରି ଥାନା ଅଧୀନ ଆସୁରାଲିରେ । ସୂଚନା ଯୋଗ୍ୟ ଯେ, ଗୋଟିଏ ଗାଡ଼ିରେ ଗୋରୁଙ୍କୁ ଚାଲାଣ କରିବା ପାଇଁ ନିଆଯାଉଥିଲା । ଖବର ପାଇ ଧୁସୂରି ପୋଲିସ ବେଆଇନ ଗୋରୁ ବୋଝେଇ ଗାଡ଼ିକୁ ପିଛା କରିଥିଲା । ପୋଲିସକୁ ଦେଖି ଗାଡ଼ି ଫେରାର ହେବା ବେଳେ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା । ଫଳରେ ଗାଡ଼ିର ଡ୍ରାଇଭର ଗୁରୁତର ହୋଇଥିବାରୁ ତାଙ୍କୁ ତୁରନ୍ତ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଦୁର୍ଘଟଣାରେ ୩ ଗୋରୁ ମୃତ୍ୟୁବରଣ କରିଥିବା ବେଳେ ଅନେକ ଗୋରୁ ଉଦ୍ଧାର କରିଛି ପୋଲିସ ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...