32.9 C
Balāngīr
Thursday, July 10, 2025

ବେଆଇନ ମଦ ସହ ତିନି ଜଣ ଅଭିଯୁକ୍ତ ଗିରଫ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ସନ୍ତୋଷ ନାୟକ //
ବଲାଙ୍ଗୀର,ତା(୦୪/୧୨) : ବଲାଙ୍ଗୀର ଅବକାରୀ ବିଭାଗ ତରଫରୁ ଚଢ଼ାଉ କରି ୭୫ ଲିଟର ବେଆଇନ ମଦ ସହ ୩ ଜଣଙ୍କୁ ଗିରଫ କରାଯାଇଛି । ବଲାଙ୍ଗୀର ନିକଟସ୍ଥ ସମରା ଗ୍ରାମରେ ଜିଲ୍ଲା ଅବକାରୀ ବିଭାଗ ତରଫରୁ ଚଢ଼ାଉ କରି ଉକ୍ତ ଗ୍ରାମରୁ ୭୫ ଲିଟର ଦେଶୀମଦ ସହ ୩ ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।db08279c 64f6 4d85 b75a 378093fba593 ବେଆଇନ ମଦ ସହ ତିନି ଜଣ ଅଭିଯୁକ୍ତ ଗିରଫ

ବର୍ତ୍ତମାନ ବଲାଙ୍ଗୀର ଜିଲ୍ଲା ରେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିପାରୁ ନ ଥିବା ଅଭିଯୋଗ ହୋଇଅସୁଛି । ଲୁଟେରା, ଡକାୟତି, ବେଆଇନ ନିଶା କାରବାର ଯୋଗୁଁ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି । ଅବକାରୀ ବିଭାଗ ର ନିଜ ଜ୍ଞାତ ସାର ଖୋଲା ଖୋଲି ବେଆଇନ ଭାବେ ବେଆଇନ ମଦ ସହ କୁଚିଆ ମଦ ବିକ୍ରି କରାଯାଉଥିବା ନେଇ ସାଧାରଣରେ ଅସନ୍ତୋଷ ସୃଷ୍ଟି ହୋଇଛି । ସେହିପରି ଜିଲ୍ଲା ରେ ଖୋଲା ଖୋଲି ହାତରନ୍ଧା ମଦ ପ୍ରସ୍ତୁତି ଓ ଚାଲାଣ କରାଯାଉଥିବା ଦେଖାଯାଉଛି ।

ଉଭୟ ଅବକାରୀ ବିଭାଗ ଓ ଜଙ୍ଗଲ ବିଭାଗ ର ଗୋଚର ରେ ଉଭୟ ରନ୍ଧା ମଦ ଭାଟି ରୁ ପ୍ରସ୍ତୁତ ମଦ ସହ ବିଭିନ୍ନ ଇଁରାଜୀ ମଦ ବିକ୍ରି ଓ ଚାଲାଣ ଚାଲିବା ସହ ଏହି ମଦ ବିକ୍ରି ଏକ ପ୍ରକାର କୁଟୀର ଶିଳ୍ପ ରେ ପରିଣତ ହୋଇଯାଇଛି । ଏ ନେଇ ବିଭାଗୀୟ ମୁଖ୍ୟ ତୁରନ୍ତ ଦୃଷ୍ଟି ଦେବାକୁ ଦାବି ହୋଇଛି ।

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...