32.9 C
Balāngīr
Friday, June 13, 2025

ବ୍ରାହ୍ମଣୀରେ ବୁଡ଼ି ଗଲେ +୨ ଛାତ୍ର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଯାଜପୁର, (୨୨/୦୮) : ଯାଜପୁର ବ୍ରାହ୍ମଣୀ ନଦୀରେ ଗାଧୋଉଥିବା ବେଳେ ବୁଡ଼ି ଯାଇ ନିଖୋଜ ହୋଇଯାଇଛନ୍ତି ଜଣେ କଲେଜ ଛାତ୍ର । ନିଖୋଜ ଛାତ୍ର ଜଣଙ୍କ ହେଲେ ସେକ ଜାଲାଲ । ସେ ବ୍ରାହ୍ମବାଦା କଲେଜରେ ଯୁକ୍ତ ୨ ଛାତ୍ର ।

ଆଜି ସେ ରସୁଲପୁର ବ୍ଲକ ବ୍ରାହ୍ମବରଦା ଥାନା ଚାନ୍ଦପୁର ନିକଟସ୍ଥ ବ୍ରାହ୍ମଣୀ ନଦୀରେ ଗାଧୋଉଥିଲେ । ଏହି ସମୟରେ ତାଙ୍କ ଗୋଡ଼ ଖସି ଯାଇଥିଲା । ସେ ନଦୀରେ ଥିବା ବାଲିଖାଦାନ ଗଣ୍ଡରେ ପଡ଼ି ଯାଇଥିଲେ। ଗଣ୍ଡରେ ପାଣି ଅଧିକ ଥିବାରୁ ସେ ବୁଡ଼ି ଯାଇଥିଲେ । ଖବର ପାଇ ଓଡ୍ରାଫ ଟିମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।ହେଲେ ଏଯାଏ ତାଙ୍କର କୌଣସି ପ୍ରକାରର ପତ୍ତା ମିଳିନାହିଁ । ସେ ଗଣ୍ତରେ ପଡ଼ି ନଦୀର ପ୍ରଖର ସ୍ରୋତରେ ଭାସି ଯାଇଥିବା କୁହାଯାଉଛି। ଓଡ୍ରାଫ ଟିମ ତାଙ୍କୁ ନଦୀ ଭିତରେ ଖୋଜିବା ଜାରି ରଖିଛି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...