32.9 C
Balāngīr
Tuesday, July 15, 2025

ଭଲିବଲ ପ୍ରତିଯୋଗିତାରେ କଲ୍ୟାଣସିଂହପୁର ଚମ୍ପିୟାନ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କଲ୍ୟାଣସିଂହପୁର, (୧୫/୦୨) : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ବନବିଭାଗ ପକ୍ଷରୁ କାର୍ଯ୍ୟାଳୟ ନିକଟରେ ଥିବା ପଡ଼ିଆରେ ଭଲିବଲ ଫାଇନାଲ ପ୍ରତିଯୋଗିତାରେ କଲ୍ୟାଣସିଂହପୁର ଦଳ ଚମ୍ପିୟାନ ହୋଇଛି ।

ଶିକରପାଇ ଦଳକୁ ପରାସ୍ତ କରି କଲ୍ୟାଣସିଂହପୁର ଦଳ ଫାଇନାଲରେ ପ୍ରବେଶ କରିଥିବା ବେଳେ ବୁଡ଼ାଗୁଡା ଦଳ ଧାମୁଣିପଙ୍ଗାକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲା । ଫାଇନାଲରେ ବୁଡ଼ାଗୁଡା କୁ ୧୫ ପଏଣ୍ଟରେ ହରାଇ କଲ୍ୟାଣସିଂହପୁର ଚମ୍ପିୟାନ ହୋଇଛି । ମୂଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟ ବାରାଟମ ୱାରା ପ୍ରସାଦ ରାଓ ଯୋଗ ଦେଇ କଲ୍ୟାଣସିଂହପୁରକୁ ଟ୍ରଫି ସହ ୬ହଜାର ଟଙ୍କା, ବୁଡ଼ାଗୁଡା ଉପ ବିଜେତାକୁ ୪ହଜାର ଟଙ୍କା ସହ ଟ୍ରଫି, ଭଲ ନେଟର ସନ୍ତୋଷ ଜାନି ଓ ଭଲ ହିଟର ଚିଣ୍ଟୁ ତ୍ରିପାଠୀକୁ ୫୦୧ଟଙ୍କା ଲେଖାଏଁ ପ୍ରଦାନ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...