32.9 C
Balāngīr
Sunday, July 13, 2025

ଭାଙ୍ଗିଲା ବୈକୁଣ୍ଠଧାମ ଆଶ୍ରମ

Must read

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ବର, (୧୮/୦୧) : ଶୁକ୍ରବାର ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମ ମାଟିରେ ମିଶିଛି । ବିଡିଏ ପକ୍ଷରୁ ବୁଲଡୋଜର୍ ଚଢ଼ାଇ ଠିକ୍ ମଧ୍ୟାହ୍ନ ୧୨ଟା ସମୟରେ ବୈକୁଣ୍ଠଧାମ ଆଶ୍ରମକୁ ଭଙ୍ଗାଯାଇଛି ।

ଭାଙ୍ଗିଲା ବୈକୁଣ୍ଠଧାମ ଆଶ୍ରମ । ସରକାରୀ ଜମିରେ ବେଆଇନ୍ ନିର୍ମାଣ ହେତୁ ଏହାକୁ ଭଙ୍ଗାଯାଇଥିବା ବିଡିଏ କର୍ତ୍ତୃପକ୍ଷ କହିଛନ୍ତି ।ଶୁକ୍ରବାର ଦିନ ଏହାକୁ ଭଙ୍ଗାଯିବ ବୋଲି ବିଡ଼ିଏ ପକ୍ଷରୁ ଗୁରୁବାର ଏନେଇ ଘୋଷଣା କରାଯାଇଥିଲା। ସରକାରୀ ଜମି ଜବର ଦଖଲ କରି ବୈକୁଣ୍ଠଧାମ ତିଆରି ହୋଇଥିବା ବିଡ଼ିଏ ପକ୍ଷରୁ କୁହାଯାଇଥିଲା। ଯଥାଶୀଘ୍ର ସେହି ଜମି ଖାଲି କରିବାକୁ ବିଡ଼ିଏ କହିଥିଲା। ଏହାପରେ ବିଡ଼ିଏ ବୁଲଡୋଜର ଆଶ୍ରମରେ ଚାଲିଛି ।

ଜବର ଦଖଲ ହଟାଯିବା ସମୟରେ କୌଣସି ଅପ୍ରୀତିକର ପରିସ୍ଥିତି ପାଇଁ ପ୍ରଶାସନ ଅବା ବିଡ଼ିଏ ଦାୟୀ ରହିବେ ନାହିଁ ବୋଲି ଘୋଷଣା କରାଯାଇଥିଲା । ଶୁକ୍ରବାର ମଧ୍ୟାହ୍ନ ୧୨ଟା ସୁଦ୍ଧା ଜବର ଦଖଲ ହଟାଇବାକୁ ଲକ୍ଷ୍ୟ ରଖାଯାଇଥିବା ବିଡ଼ିଏ ପକ୍ଷରୁ ସୂଚନା ଜାରି ହୋଇଥିଲା । ଆଶ୍ରମ ଖାଲି କରାଯିବା ପରେ ବିଡ଼ିଏ ଏହି ଆଶ୍ରମକୁ ଭାଙ୍ଗିଛି । ହାଇକୋର୍ଟଙ୍କ ସମ୍ମୁଖରେ ମିଥ୍ୟା ସତ୍ୟପାଠ କରି ଆଶ୍ରମ କର୍ତ୍ତୃପକ୍ଷ ବିଭ୍ରାନ୍ତ କରୁଥିବା ଅଭିଯୋଗ ହୋଇଥିଲା । ତେଣୁ ହାଇକୋର୍ଟଙ୍କ ଦ୍ବାରା ଜାରି କରାଯାଇଥିବା ରହିତାଦେଶକୁ ହଟାଇ ଦିଆଯାଇଥିଲା । ଗୁରୁବାର ବୈକୁଣ୍ଠ ଧାନ ଆଶ୍ରମ ଭାଙ୍ଗିବା ପାଇଁ ବିଡିଏ ନିର୍ଦ୍ଦେଶ ଦେଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଡ୍ରାଇଭର ସଙ୍ଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ : ଏକ ରାଜନୈତିକ ଅଭିଶନ୍ଧି

କାଶୀନଗର, (୧୩/୭) : ଆପ୍ର. : ଡ୍ରାଇଭର ମହାସଂଘ ର ଷ୍ଟିରିଙ୍ଗ ଛାଡ଼ ଆନ୍ଦୋଳନ ଏକ ରାଜନୈତିକ ଅଭିଶନ୍ଧି ବୋଲି ରାଷ୍ଟ୍ରୀୟ ପରିଷଦ ସଭ୍ୟ ନଳିନୀକାନ୍ତ ପାତ୍ର ଏକ ପ୍ରେସ ମିଟ ଜରିଆରେ...

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର, (୧୩/୦୭) : ଆପ୍ର. : ପାଟଣା ବନାଞ୍ଚଳ ଡୁମୁରିଆ ବିଟ୍ ଅନ୍ତର୍ଗତ ପିଛୁଳାବେଡା ଗ୍ରାମ ନିକଟରେ ଗୋଟିକିଆ ଦନ୍ତାହାତୀ ଆକ୍ରମଣରେ ଜଣେ ମୃତ ଏବଂ ଜଣେ ଗୁରୁତର । ସୂଚନା ଅନୁଯାୟୀ ସେମାନେ...

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି, (୧୩/୦୭) :ଆପ୍ର. : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ...

ଜୀବନର ସଠିକ୍ ମାର୍ଗ ଗୁରୁଙ୍କ ପ୍ରେରଣା ଓ ଆଶ୍ରିବାଦରୁ ପ୍ରାପ୍ତ ହୋଇଥାଏ

ମୁନିଗୁଡ଼ା, (୧୩/୦୭) : ଆପ୍ର. : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାସ୍ଥ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସର ଶାରଦା ମଣ୍ଡପରେ ଆଜି ନେତାଜୀ ପ୍ରଭାତ ଶାଖା ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ତରଫରୁ ଗୁରୁ...

ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ, ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା

ବାଲେଶ୍ବର, (୧୩/୦୭) : ଆପ୍ର. : ବାଲେଶ୍ବର ଫକୀର ମୋହନ ସ୍ଵୟଂଶାସିତ କଲେଜରେ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଇଣ୍ଟିଗ୍ରେଟେଡ ବିଏଡ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଭୁବନେଶ୍ବର ଏମସରେ...