32.9 C
Balāngīr
Monday, April 28, 2025

ଭାରତ ରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀ ଙ୍କ ଜନ୍ମଦିନ ଓ ସୁ ଶାସନ ଦିବସ ପାଳିତ

Must read

ରିପୋର୍ଟ : ବିଭୂତି ଲହରିଆ
ବାଲିଗୁଡା, (୨୫/୧୨) : ଭାରତ ରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳବିହାରୀ ବାଜପେୟୀଙ୍କ ଶହେତମ ଜନ୍ମ ଜୟନ୍ତୀ ପାଳିତ ହୋଇଛି lWhatsApp Image 2024 12 25 at 16.42.13 ଭାରତ ରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀ ଙ୍କ ଜନ୍ମଦିନ ଓ ସୁ ଶାସନ ଦିବସ ପାଳିତ

ବାଲିଗୁଡା ନଗର ବିଜେପି ପକ୍ଷରୁ ଆଜି ଗାୟତ୍ରୀ ମନ୍ଦିର ସଭାଗୃହ ଠାରେ କନ୍ଧମାଳ ଜ଼ିଲ୍ଲା ବିଜେପି ସଭାପତି ଜଗନ୍ନାଥ ସାହୁ, ବରିଷ୍ଟ ନେତା ପଦ୍ମଦାସ କନ୍ଧମାଳ ସାଂସଦ ନଗର ପ୍ରତିନିଧି ତଥା ନଗର ସଭାପତି ଆଦିକନ୍ଦ ପଟ୍ଟନାୟକ, ଜ଼ିଲ୍ଲା ସାଧାରଣ ସମ୍ପାଦକ ଦେବେନ୍ଦ୍ର କୁଦେଇ, ବାଲିଗୁଡା ବ୍ଲକ ସାଂସଦ ପ୍ରତିନିଧି ରଂଜିତ ସାହୁ ଉପସ୍ଥିତ ରହି ଅଟଳବିହାରୀ ବାଜପେୟୀ ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ସହିତ ସ୍ମତି ଚାରଣ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ବାଲିଗୁଡା ନଗର ର ବରିଷ୍ଟ କାର୍ଯ୍ୟକର୍ତ୍ତା ଓ ଦଳୀୟ କର୍ମୀ ଉପସ୍ଥିତ ଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...