32.9 C
Balāngīr
Sunday, April 20, 2025

ଭାରସାମ୍ୟ ହରାଇ ଓଲଟିଲା ପିକଅପ ଗାଡ଼ି : ୨୨ ଆହତ ,୮ ଗୁରୁତର

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସମ୍ବଲପୁର, (୩୦/୦୧) : ଭାରସାମ୍ୟ ହରାଇ ଓଲଟିଲା ପିକଅପ ଗାଡ଼ି। ଫଳରେ ୨୨ ଆହତ ହୋଇଥିବା ବେଳେ ୮ ଜଣ ଗୁରୁତର ଅଛନ୍ତି ।

ତେବେ ସମସ୍ତ ଗୁରୁତର ଏବଂ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସମ୍ବଲପୁର ଜିଲ୍ଲା ରେଢାଖୋଲ ଥାନା ନିକଟସ୍ଥ ଧଉରାଖମଣ ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ, ବୌଦ୍ଧ ଜିଲ୍ଲା ନାରାୟଣ ନଗରକୁ ନାମ ସଂକିର୍ତ୍ତନ କରିସାରି ୩୦ରୁ ଅଧିକ ଲୋକଙ୍କୁ ଧରି ଏକ ପିକଅପ ଗାଡ଼ି ଗାଁକୁ ଫେରୁଥିଲା । ଏହି ସମୟରେ ହଠାତ୍ ଭାରସାମ୍ୟ ହରାଇ ପିକଅଫ ଗାଡ଼ି ଓଲଟି । ତେବେ ଗୁରୁତରଙ୍କୁ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ଜିଲ୍ଲା ମୁଖ୍ୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଂଚି ଘଟଣାର ତଦନ୍ତ କରୁଛି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...