32.9 C
Balāngīr
Thursday, June 12, 2025

ଭିଜିଲାନ୍ସ ଜାଲରେ ଏସଡିଭିଓଙ୍କ କାର୍ଯ୍ୟାଳୟର କିରାଣୀ, ପୈତୃକ ଘରେ ରେଡ୍

Must read

ପୁରୀ, (୦୬/୦୬) : ଆପ୍ର. : ଭିଜିଲାନ୍ସ ଜାଲରେ ପୁରୀ ଏସଡିଭିଓଙ୍କ କାର୍ଯ୍ୟାଳୟର କିରାଣୀ ମନୋଜ ମହାନ୍ତି । ଲାଞ୍ଚ ନେଇ ଧରାପଡ଼ିବା ପରେ ତାଙ୍କ ପୈତୃକ ଘରେ ଭିଜିଲାନ୍ସ ରେଡ୍

ଏକ ଚାରି ଜଣିଆ ଭିଜିଲାନ୍ସ ଟିମ ତାଙ୍କ ପୈତୃକ ଘର ମହାଙ୍ଗା କୁହୁଣ୍ଡା ପଞ୍ଚାୟତ ଶଙ୍ଖପୁରରେ ଚଢ଼ାଉ କରିଛନ୍ତି । ତାଙ୍କ ପୁରୀ ଅଫିସରେ ମଧ୍ୟ ଚଢ଼ଉ ହୋଇଛି । ତେବେ ମନୋଜଙ୍କ ପୈତୃକ ଘରୁ କିଛି ମିଳିନଥିବା ସୂଚନା ମିଳିଛି । ମନୋଜ ମହାନ୍ତି ପୁରୀ ଜିଲ୍ଲା ପ୍ରାଣୀ ଓ ମତ୍ସ୍ୟ ସମ୍ପଦ ବିଭାଗର ଏସଡିଭିଓଙ୍କ କାର୍ଯ୍ୟାଳୟରେ କିରାଣୀ ଭାବେ କାର୍ଯ୍ୟ କରନ୍ତି । ସେ ଇଲେକ୍ଟ୍ରି ଭେଇକିଲରେ ସବସିଡି ଲୋନ ବାବଦକୁ ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...