32.9 C
Balāngīr
Thursday, July 10, 2025

ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ୭ଟି ସ୍ଥାନ ଏକକାଳୀନ ଚଢ଼ାଉ

Must read

ଗଞ୍ଜାମ, (୨୮/୦୬) : ଆପ୍ର. : ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ବ୍ଲକର ସହକାରୀ ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡା ।

ଏକକାଳୀନ ୭ ଟି ସ୍ଥାନରେ ଚାଲିଛି ଚଢ଼ାଉ । ବ୍ରହ୍ମପୁର ରାମହରି ନଗରରେ ଥିବା ସୁଶୀଲଙ୍କ ବାସଭବନ, ଆଙ୍କୁଲି ମୁକ୍ତେଶ୍ଵର ଆପାର୍ଟମେଣ୍ଟର ଦୁଇଟି ଫ୍ଲାଟ, ପୁରୀ ଚୁଡଙ୍ଗ ସାହି, କବିସୂର୍ଯ୍ୟନଗର ଗୁଡିଆଳିର ତାଙ୍କର ପୈତୃକ ଘର, ପୁରୁଷୋତ୍ତମପୁର ବେଢ ଗାଁରେ ଥିବା ତାଙ୍କର ପୈତୃକ ଘର ସହ ଗଞ୍ଜାମ ବ୍ଲକ କାର୍ଯ୍ୟାଳୟରେ ଏକକାଳୀନ ଭାବେ ୭ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ଏହି ଚଢ଼ାଉରେ ୬ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି । ଭିଜିଲାନ୍ସ ଚଢ଼ାଉ ସମୟରେ ଲକ୍ଷାଧିକ ନଗଦ ଟଙ୍କା ସହ କିଛି ସୁନା ଅଳଙ୍କାର ଜବତ କରିଛି ଭିଜିଲାନ୍ସ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...