32.9 C
Balāngīr
Monday, April 28, 2025

ମଜାଲା ସାହି ଉପ୍ରା ବିଦ୍ୟାଳୟ ରେ କ୍ଲାସ ପରୀକ୍ଷା

Must read

କାଶୀନଗର, (୧୩/୩) : ଆ.ପ୍ର. : ଆଜି ସ୍ଥାନୀୟ ମଜାଲା ସାହି ଉପ୍ରା ବିଦ୍ୟାଳୟ ରେ କ୍ଲାସ ପରୀକ୍ଷା ଚାଲିଛି ।

ଗଣିତ ଓ ଭାଷାରେ କମି ଥିବା ବିଦ୍ୟାଳୟ ଗୁଡିକ ରେ ଶିକ୍ଷା ବିଭାଗ ତରଫରୁ ଏକ ସ୍ୱତନ୍ତ୍ର ଯୋଜନା ମାଧ୍ୟମ ରେ ଏହି ପରୀକ୍ଷା ଡା ଇ ଟ ମାଧ୍ୟମ ରେ ଚାଲିଛି । ଦୁଇଜଣ ପ୍ରଶିକ୍ଷଣ ଧାରୀ ସ୍ୱତନ୍ତ୍ର ଭାବେ ଯୋଗ ଦେଇ ପିଲାଙ୍କ ଭାଷା ଓ ଗଣିତ ଲବ୍ଧ ଜ୍ଞାନ କୁ ପରୀକ୍ଷା କରୁଛନ୍ତି । ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷୟିତ୍ରୀ, ଓ ସହଯୋଗୀ ଶିକ୍ଷକ ଙ୍କ ଦ୍ୱାରା ପରୀକ୍ଷା ଚାଲିଛି ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...