32.9 C
Balāngīr
Friday, June 13, 2025

ମଦନ ମୋହନ ମନ୍ଦିର ରେ ଭାଗବତ ପାରାୟଣ ଅନୁଷ୍ଠିତ

Must read

ରିପୋର୍ଟ : ପ୍ରଣତି ସାବତ
କାଶୀନଗର,(୨୦/୦୯) : ଗଜପତି ଜିଲ୍ଲା କାଶୀନଗର ସହର ର ବଂଶଧାରା ନଦୀ କୂଳରେ ଥିବା ଶ୍ରୀ ମଦନ ମୋହନ ମନ୍ଦିର ରେ ଭାଗବତ ପରାୟଣ ଅନୁଷ୍ଠିତ ହୋଇଯାଇଛି ।

ଭାଗବତ ପ୍ରଚାର ସମିତି କାଶୀନଗର ଆନୁକୁଲ୍ୟରେ କର୍ତ୍ତା ରବି ମହାପାତ୍ର ଶ୍ରୀ ମଦନ ମୋହନ ମନ୍ଦିର ରେ ଭାଗବତ ପାରାୟଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବ୍ରାହ୍ମଣ ସମାଜ କାଶୀନଗର ର ବହୁ ବ୍ୟକ୍ତି ବିଶେଷ ଏହି ପାଠ କାର୍ଯ୍ୟ ରେ ଯୋଗଦାନ କରିଥିଲେ । ଭାଗବତ ପ୍ରଚାର ସମିତି ର ସଂଯୋଜକ ଗୋପୀନାଥ ନାୟକ,ଗଗନ ନାୟକ,ରବି କୁମାର ପଣ୍ଡା(ଅବସର ପ୍ରାପ୍ତ ଶିକ୍ଷକ) ,ମଣ୍ଟୁ ପାତ୍ର ଙ୍କ ତତ୍ତ୍ଵାବଧାନରେ ଏହି ଉତ୍ସବ ଅନୁଷ୍ଠିତ ହୋଇଥିଲା ।

କେ.ସୀତା ପୁର ଗ୍ରାମ ର ଭଜାନା ମଣ୍ଡଳୀ ସଙ୍କୀର୍ତ୍ତନ ପରିବେଷଣ କରିଥିଲେ । ଏଭଳି ଆସନ୍ତା ୧ ବର୍ଷ ଭିତରେ ସମଗ୍ର କାଶୀନଗର ବ୍ଲକ୍ ରେ ଭାଗବତ କୁ ପ୍ରଚାର ଓ ପ୍ରସାର କରାଯିବ ବୋଲି ଆବାହକ ଜଗଦୀଶ ପାତ୍ର ଜଣାଇଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...