32.9 C
Balāngīr
Monday, April 28, 2025

ମଧ୍ୟାହ୍ନ ଭୋଜନ ଖାଇ ଅନେକ ଛାତ୍ର, ଛାତ୍ରୀ ଗୁରୁତର

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ: ସନ୍ତୋଷ ନାୟକ //
ବଲାଙ୍ଗିର/ଟିଟିଲାଗଡ, ତା୦୭-୧୨: ଟିଟିଲାଗଡ ଉପଖଣ୍ଡ ଅନ୍ତର୍ଗତ ଡେଙ୍ଗପଦର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ମଧ୍ୟାହ୍ନ ଭୋଜନ ଖାଇ ଅନେକ ଛାତ୍ର,ଛାତ୍ରୀ ଗୁରୁତର ହୋଇ ପଡିଛନ୍ତି ।

ଉକ୍ତ ଖାଦ୍ୟ ଖାଇ ଗୁରୁତର ଅବସ୍ଥାରେ ଥିବା ଛାତ୍ର, ଛାତ୍ରୀ ଙ୍କୁ ଟିଟିଲାଗଡ ମାତୃ ଓ ଶିଶୁ ଚିକିତ୍ସାଳୟ ରେ ଭର୍ତ୍ତି କରାଯାଇଥିବା ବେଳେ ଉପଖଣ୍ଡ ମୁଖ୍ୟ ଚିକିତ୍ସାଧିକାରୀ ଡଃ ପ୍ରଦୀପ ନାଏକ ନିଜ ତତ୍ତ୍ଵାବଧାନ ରେ ଚିକିତ୍ସା ଆରମ୍ଭ କରିଛନ୍ତି । ଏ ନେଇ ଗ୍ରାମ ରେ ଅଭିଭାବକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ବର୍ତମାନ ସୁଦ୍ଧା ୬୯ ଜଣ ଛାତ୍ର,ଛାତ୍ରୀ ଅସୁସ୍ଥ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଆମ୍ବୁଲାନ୍ସ ଯୋଗେ ଅନ୍ୟ ଛାତ୍ର, ଛାତ୍ରୀ ଙ୍କୁ ଅଣାଯାଉଥିବା ସୂଚନା ମିଳିଛି ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...