32.9 C
Balāngīr
Thursday, July 10, 2025

ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କୁ ଗିରଫ ଦାବି

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ଏନ ସନ୍ତୋଷ, ବୈପାରୀଗୁଡା //
ବୈପାରୀଗୁଡା,(୦୨/୧୧) : ବହୁ ଚର୍ଚ୍ଚିତ ମହାଲିଙ୍ଗ ସ୍ଥିତ ସନ୍‌ସାଇନ୍‌ ପବ୍ଲିକ୍‌ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଜଡିତ ଓଡିଶା ଗୃହ ରାଜ୍ୟ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କୁ ଗିରଫ ଦାବିରେ ଆଜି ବୈପାରୀଗୁଡା ବିଜେପି ପାର୍ଟି ପକ୍ଷରୁ ଥାନା ସମ୍ମୁଖରେ ବିକ୍ଷୋଭ ଦେଖିବାକୁ ମିଳିଛି l32f811fe ef12 4efb 940e e49a74708a8e ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କୁ ଗିରଫ ଦାବି

ବୈପାରୀଗୁଡା ମଣ୍ଡଳ ସଭାପତି ଉମେଶ ପଟ୍ଟନାୟକ ଏବଂ କଲାର ମଣ୍ଡଳ ସଭାପତି ସିମାଞ୍ଚଳ ନାୟକଙ୍କ ନେତୃତ୍ୱରେ ବୈପାରୀଗୁଡା ବ୍ଲକର ୨୦ ଟି ପଂଚାୟତର ଶତାଧିକ ବିଜେପି କର୍ମକର୍ତା ଅଂଶଗ୍ରହଣ କରିଥିଲେ l ପାର୍ଟି ପକ୍ଷରୁ ଏକ ରାଲି କରାଯାଇଥିଲା l କର୍ମୀ ମାନେ ସ୍ଥାନୀୟ ଡ଼ାକବାଙ୍ଗଲା ଠାରୁ ବାହାରି ବୈପାରୀଗୁଡା ଥାନା ପର୍ଯ୍ୟନ୍ତ ପହଂଚିଥିଲେ l ଥାନା ସମ୍ମୁଖରେ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ନାରାବାଜି ଦେଇଥିବା ବେଳେ ବୈପାରୀଗୁଡା ଥାନା ଅଧିକାରୀ ଈଶ୍ୱର ତାଣ୍ଡିଙ୍କୁ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଜଡିତ ଓଡିଶା ଗୃହ ରାଜ୍ୟ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କୁ ଙ୍କୁ ଗିରଫ ନେଇ ଦାବୀ ପାତ୍ର ପ୍ରଦାନ କରାଯାଇଛି lb99e4208 f5ce 4be1 a7c3 1a5db14f0f9d ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କୁ ଗିରଫ ଦାବି

ଏଥିରେ ଜିଲ୍ଲା ସମ୍ପାଦକ ଚନ୍ଦ୍ର ଶେଖର ରଥ, ଖଗପତି ପୂଜାରୀ, ନଟବର ପଟ୍ଟନାୟକ, ଧନପତି ନାୟକ, ଚକ୍ର ବୈରାଗୀ, ସିଏଚ ପ୍ରଭାକର, କେଶବ ଖିଲ, ଭାଗୀ ଗୌଡ଼, ପଦ୍ମନ ମାଳି, ରାଜେନ୍ଦ୍ର ମହାଙ୍କୁଡ ସହ ବିଭିନ୍ନ ପଂଚାୟତ ପ୍ରମୁଖ କର୍ମୀ ଉପସ୍ଥିତ ଥିଲେ l

- Advertisement -spot_img

More articles

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...