32.9 C
Balāngīr
Tuesday, May 13, 2025

ମନ୍ଦିର ଦର୍ଶନ କରି ଫେରିବା ବେଳେ ଗଛକୁ ପିଟିଲା ସ୍କର୍ପିଓ, ଘଟଣାସ୍ଥଳରେ ୪ ମୃତ, ଜଣେ ଗୁରୁତର

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ରାଉଲକେଲା, (୨୭/୦୪) : ଆପ୍ର. : ରାଉଲକେଲାରେ ଅଭାବନୀୟ ଘଟଣା l ମନ୍ଦିର ଦର୍ଶନ କରି ଫେରିବା ବେଳେ ଗଛରେ ପିଟି ହେଲା ସ୍କର୍ପିଓ l ଘଟଣା ସ୍ଥଳରେ ୪ ମୃତ ଜଣେ ଗୁରୁତର l

ଗୁରୁତରଙ୍କୁ ରାଞ୍ଚିର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି l ଘଟଣା ଘଟିଛି ଝାଡ଼ଖଣ୍ଡ ଚତରା ଅଞ୍ଚଳରେ l ରାଉଲକେଲା ରାଏବଗା ଥାନାର ହୋମ ଗାର୍ଡ ଭାବରେ କାମ କରୁଥିବା ରଶ୍ମି ରଞ୍ଜନ ସାହୁଙ୍କ ଗତ ୨୦ ତାରିଖରେ ବାହାଘର ହୋଇଥିଲା l ନୂଆ ବାହା ହୋଇଥିବାରୁ ସେ ଓ ତାଙ୍କ ସ୍ତ୍ରୀଙ୍କ ସହ ଶଳା, ଆଇ ଓ ଜଣେ ସମ୍ପର୍କୀୟ ମହିଳାଙ୍କୁ ସାଙ୍ଗରେ ଏକ ସ୍କର୍ପିଓ ଗାଡ଼ି ରେ ଝାଡ଼ଖଣ୍ଡ ଅଞ୍ଚଳର ଚତରା ରେ ଥିବା ମା ଭଦ୍ର କାଳୀଙ୍କ ମନ୍ଦିରକୁ ଦର୍ଶନ ପାଇଁ ଯାଇଥିଲେ l ଦର୍ଶନ ସାରି ସମସ୍ତେ ଘରକୁ ଫେରୁଥିବା ବେଳେ ଚତରା ନିକଟରେ ସ୍କର୍ପିଓଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ଯାଇଥିଲା l

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣା ସ୍ଥଳରେ ହୋମ ଗାର୍ଡଙ୍କ ନୂଆ ବାହା ହୋଇଥିବା ସ୍ତ୍ରୀ, ଶଳା, ଆଇ ଓ ଜଣେ ସମ୍ପର୍କୀୟ ମହିଳାଙ୍କ ସମେତ ୪ ଜଣଙ୍କ ଘଟଣା ସ୍ଥଲରେ ମୃତ୍ୟୁ ହୋଇଛି l ଘଟଣା ସମ୍ପର୍କରେ ଖବର ପାଇ ଚତରା ପୋଲିସ ପହଞ୍ଚି ମୃତକଙ୍କୁ ଉଦ୍ଧାର କରିଛି l ରାଏବଗା ଥାନାରେ କାମ କରୁଥିବା ହୋମ ଗାର୍ଡଙ୍କୁ ରାଞ୍ଚିର ଏକ ଘରୋଇ ହସପିଟାଲକୁ ସ୍ଥାନାନ୍ତର କରିଛି ପୋଲିସ l ଘଟଣା ସମ୍ପର୍କରେ ଖବର ପାଇ ମୃତକଙ୍କ ପରିବାରରେ ଶୋକର ଛାୟା ଖେଳି ଯାଇଛି l

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...