32.9 C
Balāngīr
Wednesday, April 23, 2025

ମରଣଯନ୍ତା ରାସ୍ତାପାଇଁ ତହସିଲଦାରଙ୍କ ଜରିଆରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

Must read

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର, (୩୧/୦୧) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରର ମୁଖ୍ୟରାସ୍ତା ମରଣଯନ୍ତା ପାଲଟିଥିବା ବେଳେ କଚ୍ଛପ ଗତିରେ ଚାଲିଛି ରାସ୍ତାକାମ ।

ଫଳରେ ନିତିଦିନ ଛୋଟବଡ଼ ଦୁର୍ଘଟଣା ଘଟିବା ସହିତ ଖାଲଢିପ ଓ ଧୂଳିମୟ ରାସ୍ତାରେ ଯାତାୟାତ କରି ଲୋକେ ନାହିନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଯେଉଁଥିପାଇ ଆଜି ବିନିକା ଅଂଚଳବାସୀଙ୍କ ପକ୍ଷରୁ ଆସନ୍ତା ୩ ତାରିଖ ଦିନ ବିନିକା ସହରକୁ ସକାଳ ୬ ଘଣ୍ଟାରୁ ଅପରାହ୍ନ ୨ ଟା ପର୍ଯ୍ୟନ୍ତ ବିନିକାକୁ ବନ୍ଦ ଡାକରା ଦେଇଛି ବିନିକା ଅଂଚଳବାସୀ । ଏହି ବନ୍ଦ ପାଳନରେ କେବଳ ଜରୁରୀ ସେବାକୁ ବାଦଦେଇ ସହରର ସମସ୍ତ ସ୍କୁଲ,କଲେଜ,ବ୍ୟାଙ୍କ,ଦୋକାନ ବଜାର,ସରକାରୀ ବେସରକାରୀ ଅନୁଷ୍ଠାନ,ଗାଡି ଚଳାଚଳ ଆଦି ସମ୍ପୂର୍ଣ ଭାବେ ବନ୍ଦ କରିବା ପାଇ ଆଜି ବିନିକା ତହସିଲଦାର ସୀତାରାମ ଭୋଇଙ୍କ ଜରିଆରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...