32.9 C
Balāngīr
Wednesday, April 30, 2025

ମର୍ଣ୍ଣିଂ ଓ୍ବାକ୍ ବେଳେ ଧକ୍କା ଦେଲା ପିକଅପ୍ ଭ୍ୟାନ୍, ଚାଲିଗଲା ଜୀବନ

Must read

ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ, ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ

ବ୍ରହ୍ମପୁର, (୨୯/୦୪) : ଆପ୍ର. : ତଣ୍ଟି କାଟି ଯୁବକଙ୍କୁ ହତ୍ୟା! । ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ବ୍ରହ୍ମପୁର କ.ନୂଆଗାଁ ଥାନା ଚିକିଟି ବାଳକୁମାରୀ ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଉଦଳା, (୦୫/୦୨) : ମର୍ଣ୍ଣିଂ ଓ୍ବାକ୍ ବେଳେ ଚାଲିଗଲା ଜୀବନ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଝିଙ୍କପଦା ଗାଁ ନିକଟରେ ।

ମୃତକ କୃପାସିନ୍ଧୁ ସେଠୀ ବୋଲି ଜଣାପଡିଛି। ସୂଚନା ମୂତାବକ କପ୍ତିପଦା ଅଞ୍ଚଳର କୃପାସିନ୍ଧୁ ସେଠୀ ଆଜି ସକାଳେ ମର୍ଣ୍ଣିଂ ଓ୍ବାକ୍‌ ପାଇଁ ଯାଇଥିଲେ । ଏତିକିବେଳେ ଝିଙ୍କପଦା ନିକଟରେ କଟକରୁ ମାଲ ବୋଝେଇ କରି ନେଇ ଆସୁଥିବା ଏକ ପିକଅପ୍ ଭ୍ୟାନ୍ କୃପାସିନ୍ଧୁଙ୍କ ପଛରୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ କୃପାସିନ୍ଧୁଙ୍କର ଜୀବନ ଚାଲିଯାଇଥିଲା । ଘଟଣା ଘଟିବା ପରେ ପିକଅପ୍ ଭ୍ୟାନ ଡ୍ରାଇଭର ଜଣକ ଫେରାର ହୋଇଯାଇଥିଲେ । ପରେ କପ୍ତିପଦା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

 

- Advertisement -spot_img

More articles

- Advertisement -spot_img

Latest article

ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ, ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ

ବ୍ରହ୍ମପୁର, (୨୯/୦୪) : ଆପ୍ର. : ତଣ୍ଟି କାଟି ଯୁବକଙ୍କୁ ହତ୍ୟା! । ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ବ୍ରହ୍ମପୁର କ.ନୂଆଗାଁ ଥାନା ଚିକିଟି ବାଳକୁମାରୀ ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର...

ପାଣି ପାଇଁ ରାଜ ରାସ୍ତାରେ ମହିଳା

ଟିଟିଲାଗଡ଼, (୨୯/୦୪) : ଆପ୍ର. : ନିର୍ବାଚନ ମଣ୍ଡଳୀରେ ତାତି ଯେତିକି ବଢ଼ିବାରେ ଲାଗିଛି ସେତିକି ଜଳ କଷ୍ଟ ମଧ୍ୟ ଦେଖା ଦେଇଛି । ଗୁଡ଼ଭେଳା ବ୍ଲକ ଧରୁଆପଡା ଛକରେ ମହିଳାମାନେ ରାଜରାସ୍ତାକୁ ଓଲ୍ଲାଇ...

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ

ଭୁବନେଶ୍ୱର, (୨୯/୦୪) : ଆପ୍ର. : ପ୍ରେମ ପାଇଁ ଜୀବନ ହାରିଲେ ଯୁବକ। ବରମୁଣ୍ଡା ଅଞ୍ଚଳ ସ୍ଥିତ ଦଳିତ ସାହିରୁ ଯୁବକଙ୍କ ମୃତ ଦେହ ଉଦ୍ଧାର । ମୃତ ଯୁବକ ଉକ୍ତ ଅଂଚଳର ରାହୁଲ...

ଦନ୍ତାହାତୀ ଆକ୍ରମଣରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ

ମୟୁରଭଞ୍ଜ, (୨୯/୦୪) : ଆପ୍ର. : ଦନ୍ତାହାତୀ ଆକ୍ରମଣରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ । ରାସଗୋବିନ୍ଦପୁର ରେଞ୍ଜ ଅନ୍ତର୍ଗତ ଅମରଦାର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ଘଟିଛି ଏହି ଦୁଖଦ ଘଟଣା । ମୃତକ ହେଲେ...

ଅଶ୍ଳୀଳ ଭିଡିଓ ଦେଖିବା ପରେ ୪ ବର୍ଷୀୟା ଭାଣିଜୀକୁ ଦୁଷ୍କର୍ମ କରି ହତ୍ୟା, ମାମୁ ଗିରଫ

ଗଞ୍ଜାମ, (୨୯/୦୪) : ଆପ୍ର. : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅନ୍ତର୍ଗତ ଖଲିଙ୍ଗି ଅଞ୍ଚଳରେ ୪ ବର୍ଷୀୟା ଶିଶୁକନ୍ୟାକୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୁଲିସ। ଶିଶୁ କନ୍ୟାକୁ ନିଜ ମାମୁ...