32.9 C
Balāngīr
Wednesday, April 23, 2025

ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତିରେ ପୁଣି ବିଭ୍ରାଟ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ଵର, (୦୨/୦୩) : ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତିରେ ପୁଣି ବିଭ୍ରାଟ। ହାଣ୍ଡିଭାଙ୍ଗା ଯାତ୍ରାକୁ କେନ୍ଦ୍ର କରି ନୀତି ବନ୍ଦ ରହିଛି ସମସ୍ତ ନୀତିକାନ୍ତି ।

ଏପରିକି ପ୍ରତ୍ୟକ ଦିନ ହେଉଥିବା ବୀରକିଶୋର ବଲ୍ଲବ ଭୋଗ ମଧ୍ୟ ଆଜି ମହାପ୍ରଭୁଙ୍କ ପାଖରେ ଲାଗି ହୋଇପାରିନହିଁ ତେବେ ବାରମ୍ବାର ଏହିପରି ବିଭ୍ରାଟ ଦେଖିବାକୁ ମିଳୁଛି। ଖୁଣ୍ଟିଆ ମଲ୍ଲିଆ ବିବାଦ ନ ତୁଟିବାରୁ ହାଣ୍ଡିଭାଙ୍ଗା ଯାତ ବନ୍ଦ ରହିଛି । ଶିବରାତ୍ରି ଅମାବାସ୍ୟା ପରେ ପ୍ରଥମ ଶନିବାର ହାଣ୍ଡିଭଙ୍ଗା ଯାତ୍ରା ହୁଏ। କିନ୍ତୁ ଗତ ୧୧ ବର୍ଷ ହେଲା ହାଣ୍ଡିଭଙ୍ଗା ଜାତ ବନ୍ଦ ରହିଛି। ତେବେ ପ୍ରଶାସନିକ ଅବହେଳା ପାଇଁ ଏପରି ହେଉଥିବା ଅଭିଯୋଗ ହୋଇଛି । ତେବେ ଏହିପରି ମହାପ୍ରଭୁଙ୍କର ସମସ୍ତ ନୀତିକାନ୍ତି ବନ୍ଦ ହେବାରୁ ବାରମ୍ବାର କିଛି ନା କିଛି ଅଘଟଣ ମନ୍ଦିରରେ ଘଟୁଛି। ଯାହା ବର୍ତ୍ତମାନ ଚିନ୍ତାର କାରଣ ପାଲଟିଛି ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...