32.9 C
Balāngīr
Saturday, April 26, 2025

ମହିଳା ସମିତି ସଭ୍ୟାଙ୍କୁ ଘରେ ପଶି ଆକ୍ରମଣ, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସାଲେପୁର, (୦୯/୦୩) : ମହିଳା ଦିବସରେ ମହିଳା ସମିତି ସଭ୍ୟାଙ୍କୁ ଘରେ ପଶି ଆକ୍ରମଣ । କଟକ ଜିଲ୍ଲା ମହାଙ୍ଗା ନିର୍ବାଚନମଣ୍ଡଳୀ ପଡ଼ାମରାଇ ପଞ୍ଚାୟତର ସମିତି ସଭ୍ୟା ଓ ତାଙ୍କ ସ୍ବାମୀଙ୍କୁ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।

ସୂଚନା ଅନୁସାରେ ବିଳମ୍ବିତ ରାତିରେ ଘରେ ପଶି ସମିତିସଭ୍ୟାଙ୍କୁ ଆକ୍ରମଣ କରିଥିଲେ ଦୁର୍ବୃତ୍ତ । ମାହାଙ୍ଗା ପଡ଼ାମରାଇ ସମିତି ସଭ୍ୟାଙ୍କୁ ୬ ଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ସମିତିସଭ୍ୟାଙ୍କ ସହ ତାଙ୍କ ସ୍ବାମୀଙ୍କୁ ମଧ୍ୟ ଆକ୍ରମଣ ଅଭିଯୋଗ ହୋଇଛି । ଏହି ଆକ୍ରମଣରେ ସମିତିସଭ୍ୟା ହୋଇଛନ୍ତି । ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଭଙ୍ଗାକୁ ନେଇ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...