32.9 C
Balāngīr
Sunday, April 20, 2025

ମହୁମାଛି ଆକ୍ରମଣରେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ମୟୁରଭଞ୍ଜ, (୩୦/୧୨) : ମହୁମାଛି ଆକ୍ରମଣରେ ଆଜି ଜଣେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ବିଶ୍ୱନାଥ ମୁର୍ମୁ। ସେ ମୟୂରଭଞ୍ଜ ଜିଲ୍ଲା ତିରିଂ ବ୍ଲକ୍ ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟ କରୁଥିଲେ ।

ମୃତ ଜେଇ ବିଶ୍ୱନାଥ ମୁର୍ମୁଙ୍କ ଘର ବାରିପଦାରେ । ସେ ମହୁଲଡ଼ିହା ସ୍ଥିତ ସରକାରୀ ଘରେ ଏକା ରହୁଥିଲେ । ଆଜି ସକାଳେ ସେ ବଜାରକୁ ଯାଇଥିଲେ । ବଜାରରୁ ଘରକୁ ଫେରି ଗେଟ୍ ଖୋଲିବା ବେଳେ ତାଙ୍କୁ ମହୁମାଛିମାନେ ଅତର୍କିତ ଆକ୍ରମଣ କରିଥିଲେ । ସ୍ଥାନୀୟ ଲୋକେ ବିଶ୍ୱନାଥଙ୍କୁ ଉଦ୍ଧାର କରି ତୁରନ୍ତ ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସେହିପରି ରାସ୍ତାରେ ଯାଉଥିବା ଅନ୍ୟ ଜଣେ ଯୁବକଙ୍କୁ ମଧ୍ୟ ମହୁମାଛି ଆକ୍ରମଣ କରିଛି। ତାଙ୍କୁ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...