32.9 C
Balāngīr
Saturday, April 26, 2025

ମାଁ ଜାଡେନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବଙ୍ଗୋମୁଣ୍ଡା, (୨୯/୧୨) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କା ପଞ୍ଚାୟତ କନାବିରା ଗାଁ’ରେ ଚାଲିଥିବା ମାଁ ଜାଡେନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି ।

ଏଥିରେ ୧୬ଟି ଦଳ ଭାଗ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ଖଗସା ଓ ପାତଲପଡା ଦଳ ଫାଇନାଲ ମ୍ୟାଚରେ ଉତୀର୍ଣ୍ଣ ହୋଇଥିଲେ । ଖଗସା ଦଳକୁ ପରାସ୍ତ କରି ପାତଲପଡା ଦଳ ଚାମ୍ପିଆନ ହୋଇଛି । ଏହି ଖେଳକୁ ଭରତ କାଣ୍ଡ ଓ କରନ ଭାଟି ଖେଳ ପରିଚାଳନା କରି ଥିବା ବେଳେ ଦିନବନ୍ଧୁ ଟାକରି ଧାରା ବିବରଣୀ ପ୍ରଦାନ କରିଥିଲେ । ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥିଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ସମ୍ମାନୀୟ ଅତିଥି ଭାବେ ପୂର୍ବତନ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷ ଗୁରୁଚରଣ ବେହେରା, ସମାଜସେବୀ ପ୍ରତାପ ଭାଟି, ନାଏବ ସରପଞ୍ଚ କୁନୁ ଭରାସଗରିଆ, ଅଶୋକ ଛୁରା, ଅବସରପ୍ରାପ୍ତ ଯବାନ ଉମାଶଙ୍କର ଘିଭେଲା, ଧନସିଂ ନାଗ, ହେମନ୍ତ ସାହୁ ପ୍ରମୁଖ ଅତିଥି ଭାବେ ଯୋଗଦେଇ ବିଜେତା ଓ ଉପ ବିଜେତା ଦଳକୁ ଟ୍ରଫି ସହ ଅର୍ଥରାଶି ପ୍ରଦାନ କରିଥିଲେ ।

ଆୟୋଜକ କମିଟିର ସଭାପତି ହୃଷୀ କାଣ୍ଡ, ପରମାନନ୍ଦ ଭାଟି, ହେମରାଜ ଭାଟି, ଆଶିଷ ଭାଟି, ନରେନ୍ଦ୍ର ଭରାସଗରିଆ, ଗଙ୍ଗା ଭାଟି, ଦେବାଶିଷ ଭାଟି, ସଂଜୀବ କାଣ୍ଡ, ଟୁନା ଭାଟି, ମୁକେଶ କାଣ୍ଡ, ଜିତେନ୍ ଘିଭେଲା, ବନ୍ତ ଭାଟି, କେବଳ କାଣ୍ଡ, ଚୂଡ଼ାମଣି ସାହୁଙ୍କ ସମେତ କମିଟିର ସମସ୍ତ ସଦସ୍ୟ ସହ ଯୋଗ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...