32.9 C
Balāngīr
Tuesday, May 13, 2025

ମାଙ୍କଡ଼ କାମୁଡାରେ ୩ ଜଣ ଗୁରୁତର: ସପ୍ତାହେ ବିତିଥିଲେ ମଧ୍ୟ ସୁଖୁନି ଗୁରୁତରଙ୍କ ଘା’

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ସୋର, (୨୨/୦୪) : ଆପ୍ର. : ମାଙ୍କଡ଼ କାମୁଡାରେ ଗୁରୁତରଙ୍କ ଶୁଖୁନି ଘା । ଭୟଭୀତ ଗାଁ ଲୋକ ।

ବାଲେଶ୍ୱର ଜିଲ୍ଲା ସୋର ପୌରପାଳିକା ଛଡ଼ଛଡ଼ିଆ ଓ ତୁଣ୍ଡୁପଡା ଗାଁ’ରେ ମାଙ୍କଡ ଆତଙ୍କ । ମାଙ୍କଡ଼ ଆକ୍ରମଣରେ ଦୁଇ ମହିଳା ଓ ଜଣେ ପୁରୁଷ ଗୁରୁତର ହୋଇଛନ୍ତି । ଗୋଟେ ସପ୍ତାହ ବିତିଯାଇଥିଲେ ମଧ୍ୟ ଆହତଙ୍କ ଘା ଶୁଖୁନଥିବାରୁ ଆହତଙ୍କୁ ଚିକିତ୍ସା ଓ ଆର୍ଥିକ ସହଯୋଗ ପାଇଁ ଦାବି ହେଉଛି । ଏହାସହ ଜଙ୍ଗଲ ବିଭାଗ ମାଙ୍କଡ଼ ମାନଙ୍କୁ ଧରି ଜଙ୍ଗଲରେ ଛାଡିବାକୁ ମଧ୍ୟ ଦାବି କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...